1 Corinthians 12:18 — Compare Translations
7 translations compared side by side
Odia - 1840
"ଯଦି ସମ୍ପର୍ଣ୍ଣ ଶରୀରର ଅଙ୍ଗ କବଳେ ସହେି ଗୋଟିଏ ଅଙ୍ଗ ମାତ୍ର ହାଇେଥାନ୍ତା ତା' ହେଲେ ଶରୀର ନ ଥାନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଈଶ୍ଵର ଅଙ୍ଗପ୍ରତ୍ୟଙ୍ଗକୁ ଗୋଟି ଗୋଟି କରି ଶରୀରରେ ଆପଣା ଇଚ୍ଛାନୁସାରେ ଖଞ୍ଜିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରକୃତ ପକ୍ଷେ, ଈଶ୍ୱର ବିଭିନ୍ନ ଅଂଶକୁ ଶରୀରର ବିଭିନ୍ନ ସ୍ଥାନରେ ନିଜ ଇଚ୍ଛା ଅନୁଯାୟୀ ଖଞ୍ଜିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସମ୍ପୂର୍ଣ୍ଣ ଶରୀରର ଅଙ୍ଗ କେବଳ ସେହି ଗୋଟିଏ ଅଙ୍ଗ ମାତ୍ର ହୋଇଥା’ନ୍ତା ତା’ହେଲେ ଶରୀର ନ ଥା’ନ୍ତା। କିନ୍ତୁ ପରମେଶ୍ୱର ଯେପରି ଠିକ୍ ମନେ କଲେ ପ୍ରତ୍ୟେକ ଅଙ୍ଗକୁ ଶରୀରରେ ସେହିଭଳି ସ୍ଥାନ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଈଶ୍ବର ଅଙ୍ଗପ୍ରତ୍ୟଙ୍ଗକୁ ଗୋଟି ଗୋଟି କରି ଶରୀରରେ ଆପଣା ଇଚ୍ଛାନୁସାରେ ଖଞ୍ଜିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଈଶ୍ୱର ଅଙ୍ଗପ୍ରତ୍ୟଙ୍ଗକୁ ଗୋଟି ଗୋଟି କରି ଶରୀରରେ ଆପଣା ଇଚ୍ଛାନୁସାରେ ଖଞ୍ଜିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ಎಕ್ ಅಂಗಾತ್ ದುಸ್ರ್ಯಾ, ದುಸ್ರ್ಯಾ ಭಾಗಾಕ್ನಿ ದೆವಾನ್ ಅಪ್ನಾಂಚ್ಯಾ ಮನಾಕ್ ಯೆತಾ ತಸೆ ದುಸ್ರೊ ದುಸ್ರೊ ಜಾಗೊ ದಿಲ್ಯಾನಾಯ್.