1 Corinthians 12:19 — Compare Translations
6 translations compared side by side
Odia - 1840
"କିନ୍ତୁ ପରମେଶ୍ବର ଯେପରି ଠିକ୍ ମନେ କଲେ ପ୍ରେତ୍ୟକକ ଅଙ୍ଗକୁ ଶରୀର ରେ ସହେିଭଳି ସ୍ଥାନ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯଦି ସେସମସ୍ତ ଗୋଟିଏ ଅଙ୍ଗ ହୋଇଥାଆନ୍ତା, ତେବେ ଶରୀର କେଉଁଠାରେ?
Odia BSI (ପବିତ୍ର ବାଇବଲ (CL) NT (BSI))
ସେସବୁ କେବଳ ଗୋଟିଏ ଅଙ୍ଗ ହୋଇଥିଲେ, ଶରୀର ସମ୍ଭବ ହୁଅନ୍ତା କିପରି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯଦି ସେ ସମସ୍ତ ଗୋଟିଏ ଅଙ୍ଗ ହୋଇଥାଆନ୍ତା, ତେବେ ଶରୀର କେଉଁଠାରେ?
Odia IRV 2017 (ଓଡିଆ ବାଇବେଲ)
ଆଉ, ଯଦି ସେ ସମସ୍ତ ଗୋଟିଏ ଅଙ୍ଗ ହୋଇଥାଆନ୍ତା, ତେବେ ଶରୀର କେଉଁଠାରେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ ಸಗ್ಳಿ ಎಕುಚ್ ಭಾಗ್ ಹೊವ್ನ್ ರ್ಹಾಲ್ಯಾರ್; ಆಂಗ್ ಖೈ ರ್ಹಾಯ್ ಹೊತ್ತೆ?