1 Corinthians 12:2 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ମନେପକାଅ ଯେ ବିଶ୍ବାସୀ ହବୋ ପୂର୍ବରୁ ତୁମ୍ଭମାନେେ କିପରି ବିପଥଗାମୀ ହାଇେ ମୂର୍ତ୍ତିପୂଜା କରିବାକୁ ଯାଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ବିଜାତି ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଜାଣ ଯେ, ଅଣବିଶ୍ୱାସୀ ଥିଲାବେଳେ, ନିର୍ଜୀବ ପ୍ରତିମାମାନଙ୍କୁ ପୂଜା କରି ତୁମ୍ଭେମାନେ ବିପଥଗାମୀ ହୋଇଥିଲ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ମନେପକାଅ ଯେ ବିଶ୍ୱାସୀ ହେବା ପୂର୍ବରୁ ତୁମ୍ଭେମାନେ କିପରି ବିପଥଗାମୀ ହୋଇ ମୂର୍ତ୍ତିପୂଜା କରିବାକୁ ଯାଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ଅଣଯିହୁଦୀ ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ଅଣଯିହୂଦୀ ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ವಿಶ್ವಾಸಾತ್ ನತ್ತ್ಯಾಶಿ ತನ್ನಾ ತುಮ್ಚ್ಯಾ ಮನಾಕ್ ಯೆತಾ ತಸೆ ಮುಕ್ಕ್ಯಾ ಮುರ್ತಿಯಾಂಚೆ ಆರಾದನ್ ಕರುಕ್ ತುಮಿ ಪಳುನ್ ಖೆಳುಕ್ ಲಾಗಲ್ಲ್ಯಾಸಿ ಮನುನ್ ತುಮ್ಕಾಚ್ ಗೊತ್ತ್ ಹಾಯ್.