1 Corinthians 12:21 — Compare Translations

7 translations compared side by side

Odia - 1840
"ଆଖି ହାତକୁ କବେେ ହେଲେ କହି ପାରିବ ନାହିଁ ଯେ, ତୋଠା ରେ ମାରେ ଆବଶ୍ଯକତା ନାହିଁ। ସହେିଭଳି ମୁଣ୍ଡ ପାଦକୁ କହି ପାରିବ ନାହିଁ ଯେ, ତୋ'ଠା ରେ ମାରେ ଆବଶ୍ଯକତା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହି ପାରେ ନାହିଁ, କିଅବା ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହି ପାରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସୁତରାଂ ଆଖି ହାତକୁ କହି ପାରିବ ନାହିଁ, “ମୁଁ ତୁମକୁ ଦରକାର କରେନା।” କିମ୍ବା ମୁଣ୍ଡ ପାଦ ଦୁଇଟିକୁ କହ ପାରିବ ନାହିଁ, “ତୁମଠାରେ ମୋର କିଛି ପ୍ରୟୋଜନ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଆଖି ହାତକୁ କେବେ ହେଲେ କହି ପାରିବ ନାହିଁ ଯେ, “ତୋ’ଠାରେ ମୋର ଆବଶ୍ୟକତା ନାହିଁ।” ସେହିଭଳି ମୁଣ୍ଡ ପାଦକୁ କହି ପାରିବ ନାହିଁ ଯେ, “ତୋ’ଠାରେ ମୋର ଆବଶ୍ୟକତା ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହିପାରେ ନାହିଁ, କିଅବା ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହିପାରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୋ'ଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହିପାରେ ନାହିଁ, କିଅବା ତୋ'ଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହିପାରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಡೊಳ್ಯಾನ್ ಹಾತಾಕ್ನಿ ಮಾಕಾ ತುಜಿ ಗರಜ್‍ ನಾ ಮನುಕ್ ಹೊಯ್ನಾ; ತಸೆಚ್ ಟಕ್ಲ್ಯಾನ್ ಪಾಂಯಾಕ್ನಿ ಮಾಕಾ ತುಮ್ಚಿ ಗರಜ್ ನಾ" ಮನುಕ್ ಹೊಯ್ನಾ.