1 Corinthians 12:23 — Compare Translations

7 translations compared side by side

Odia - 1840
"ଶରୀରର ଯେଉଁ ଅଙ୍ଗଗୁଡ଼ିକୁ ଆମେ କମ୍ ଆଦରର ବୋଲି ଭାବୁ, ସଗେୁଡ଼ିକ ପ୍ରତି ଆମେ ଅଧିକ ଧ୍ଯାନ ଦେଉ। ଯେଉଁ ଅଙ୍ଗଗୁଡ଼ିକୁ ଅନ୍ୟମାନେ ନ ଦେଖନ୍ତୁ ବୋଲି ଆମେ ଚାହୁଁ, ସେ ଅଙ୍ଗଗୁଡ଼ିକ ପ୍ରତି ଆମେ ବିଶଷେ ଧ୍ଯାଦ ଦେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶରୀରର ଯେଉଁସବୁ ଅଙ୍ଗ ଅଧିକ ଆଦରହୀନ ବୋଲି ଆମ୍ଭମାନଙ୍କୁ ବୋଧ ହୁଏ, ସେହିସବୁ ଅଙ୍ଗକୁ ଆମ୍ଭେମାନେ ଅଧିକତର ସମାଦରରେ ଭୂଷିତ କରୁ; ଆଉ ଆମ୍ଭମାନଙ୍କ ଅସୁନ୍ଦର ଅଙ୍ଗଗୁଡ଼ିକ ଅଧିକତର ଶୋଭାଯୁକ୍ତ ହୁଏ,
Odia BSI (ପବିତ୍ର ବାଇବଲ (CL) NT (BSI))
ଶରୀରର ଯେଉଁ ଅଙ୍ଗଗୁଡ଼ିକୁ ଆମେ ବିଶେଷ ପ୍ରୟୋଜନ ବୋଲି ମନେକରୁ ନାହୁଁ, ସେଗୁଡ଼ିକର ଆମେ ଅଧିକ ଯତ୍ନ ନେଉ। ପୁଣି ଶରୀରର ଅସୁନ୍ଦର ଅଙ୍ଗଗୁଡ଼ିକ ପ୍ରତି ଆମେ ବିଶେଷ ମନୋଯୋଗୀ,
Odia Bible ERV 2004 (ପବିତ୍ର ବାଇବଲ)
ଶରୀରର ଯେଉଁ ଅଙ୍ଗଗୁଡ଼ିକୁ ଆମେ କମ୍ ଆଦରର ବୋଲି ଭାବୁ, ସେଗୁଡ଼ିକ ପ୍ରତି ଆମେ ଅଧିକ ଧ୍ୟାନ ଦେଉ। ଯେଉଁ ଅଙ୍ଗଗୁଡ଼ିକୁ ଅନ୍ୟମାନେ ନ ଦେଖନ୍ତୁ ବୋଲି ଆମେ ଗ୍ଭହୁଁ, ସେ ଅଙ୍ଗଗୁଡ଼ିକ ପ୍ରତି ଆମେ ବିଶେଷ ଧ୍ୟାନ ଦେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶରୀରର ଯେଉଁ ସବୁ ଅଙ୍ଗ ଅଧିକ ଆଦରହୀନ ବୋଲି ଆମ୍ଭମାନଙ୍କୁ ବୋଧ ହୁଏ, ସେହିସବୁ ଅଙ୍ଗକୁ ଆମ୍ଭେମାନେ ଅଧିକତର ସମାଦରରେ ଭୂଷିତ କରୁ; ଆଉ ଆମ୍ଭମାନଙ୍କ ଅନାଦର ଅଙ୍ଗଗୁଡ଼ିକ ଅଧିକତର ଶୋଭାଯୁକ୍ତ ହୁଏ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶରୀରର ଯେଉଁ ସବୁ ଅଙ୍ଗ ଅଧିକ ଆଦରହୀନ ବୋଲି ଆମ୍ଭମାନଙ୍କୁ ବୋଧ ହୁଏ, ସେହି ସବୁ ଅଙ୍ଗକୁ ଆମ୍ଭେମାନେ ଅଧିକତର ସମାଦରରେ ଭୂଷିତ କରୁ; ଆଉ ଆମ୍ଭମାନଙ୍କ ଅନାଦର ଅଙ୍ଗଗୁଡ଼ିକ ଅଧିକତର ଶୋଭାଯୁକ୍ତ ହୁଏ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಕಮ್ಮಿ ಮರ್ಯಾದಿಚೆ ಮನುನ್ ಚಿಂತಾಂವ್ ತಸ್ಲ್ಯಾ ಭಾಗಾಕ್ನಿ ಅಮಿ ವಿಶೆಸ್ ಮಾನ್ ದಿತಾಂವ್. ಅಶೆ ಸ್ವಭಾವಿಕ್ ಅಮ್ಚಿ ಭಾಗಾ ಅಮಿ ಬರೆ ನೆಸುನ್ ಬರೆ ದಿಸಿ ಸಾರ್ಕೆ ಕರ್ತಾಂವ್;