1 Corinthians 12:25 — Compare Translations
7 translations compared side by side
Odia - 1840
"ଆମ୍ଭର ଶରୀର ରେ ଯେପରି କୌଣସି ବିଭଦେ ନ ହେଉ, ସହେି ଦୃଷ୍ଟିରୁ ପରମେଶ୍ବର ଏପରି କରିଛନ୍ତି। ଦହରେ ଅଙ୍ଗଗୁଡ଼ିକ ପରସ୍ପର ସୁଖ ଦୁଃଖର ସହଭାଗୀ ହୁଅନ୍ତି ବୋଲି ପରମେଶ୍ବର ଇଚ୍ଛା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ଵର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଶରୀର ମଧ୍ୟରେ କୌଣସି ବିଭେଦ ସୃଷ୍ଟି ହୁଏ ନାହିଁ, ବରଂ ବିଭିନ୍ନ ଅଙ୍ଗପ୍ରତ୍ୟଙ୍ଗଗୁଡ଼ିକ ପରସ୍ପରର ଆବଶ୍ୟକତା ବୁଝନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ଶରୀରରେ ଯେପରି କୌଣସି ବିଭେଦ ନ ହେଉ, ସେହି ଦୃଷ୍ଟିରୁ ପରମେଶ୍ୱର ଏପରି କରିଛନ୍ତି। ଦେହର ଅଙ୍ଗଗୁଡ଼ିକ ପରସ୍ପର ସୁଖ ଦୁଃଖର ସହଭାଗୀ ହୁଅନ୍ତି ବୋଲି ପରମେଶ୍ୱର ଇଚ୍ଛା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ବର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ୱର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಅಂಗಾತ್ ತಾಂಡೆ ಹೊಯ್ನಸ್ತಾನಾ ರ್ಹಾವ್ಕ್ ಅನಿ ಭಾಗಾನಿ ಎಕಾಮೆಕಾಚ್ಯಾ ಬರೆಪಾನಾಸಾಟಿ ರಾಬುಕ್ ಮನುನ್ ದೆವಾನ್ ರಚ್ಲ್ಯಾನಾಯ್.