1 Corinthians 12:28 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ମଣ୍ଡଳୀ ରେ ପ୍ରଥମେ ପ୍ ରରେିତମାନଙ୍କୁ, ଦ୍ବିତୀୟ ରେ ଭବିଷ୍ଯଦ୍ ବକ୍ତାମାନଙ୍କୁ, ତୃତୀୟ ରେ ଶିକ୍ଷକମାନଙ୍କୁ, ସ୍ଥାନ ଦଇେଛନ୍ତି। ତା'ପରେ, ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଥିବା ଲୋକଙ୍କୁ, ତା'ପରେ ପରୋପକାରୀଙ୍କୁ ତା'ପରେ ନତେୃତ୍ବ ନେଉଥିବା ବ୍ଯକ୍ତିଙ୍କୁ, ତା'ପରେ ବିଭିନ୍ନ ଭାଷା କହି ପାରୁଥିବା ଲୋକଙ୍କୁ ସ୍ଥାନ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଈଶ୍ଵର ମଣ୍ତଳୀରେ ପ୍ରଥମରେ ପ୍ରେରିତ, ଦ୍ଵିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଶକ୍ତିର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମଣ୍ଡଳୀରେ ଈଶ୍ୱର ପ୍ରଥମତଃ ପ୍ରେରିତ ଶିଷ୍ୟମାନଙ୍କୁ, ଦ୍ୱିତୀୟତଃ ଭବିଷ୍ୟତ୍ବକ୍ତାମାନଙ୍କୁ, ତୃତୀୟତଃ ଶିକ୍ଷାଗୁରୁମାନଙ୍କୁ ନିଯୁକ୍ତ କରି ଅଛନ୍ତି। ତା’ପରେ ଅଲୌକିକ କାର୍ଯ୍ୟସାଧନକାରୀ, ରୋଗ ସୁସ୍ଥକାରୀ, ସାହାଯ୍ୟକାରୀ, ପ୍ରଶାସନ କାର୍ଯ୍ୟରେ ଦକ୍ଷ ଏବଂ ବିଭିନ୍ନ ଭାଷାରେ କଥା କହିବା ବ୍ୟକ୍ତିମାନଙ୍କୁ ନିଯୁକ୍ତ କରି ଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ମଣ୍ଡଳୀରେ ପ୍ରଥମେ ପ୍ରେରିତମାନଙ୍କୁ, ଦ୍ୱିତୀୟରେ ଭବିଷ୍ୟଦ୍‌‌ବକ୍ତାମାନଙ୍କୁ, ତୃତୀୟରେ ଶିକ୍ଷକମାନଙ୍କୁ, ସ୍ଥାନ ଦେଇଛନ୍ତି। ତା’ପରେ, ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଥିବା ଲୋକଙ୍କୁ, ତା’ପରେ ପରୋପକାରୀଙ୍କୁ ତା’ପରେ ନେତୃତ୍ୱ ନେଉଥିବା ବ୍ୟକ୍ତିଙ୍କୁ, ତା’ପରେ ବିଭିନ୍ନ ଭାଷା କହି ପାରୁଥିବା ଲୋକଙ୍କୁ ସ୍ଥାନ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଈଶ୍ବର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଈଶ୍ୱର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾತ್ನಿ ದೆವಾನ್ ನೆಮಲ್ಲೆ ಕೊನ್ ಮಟ್ಲ್ಯಾರ್ ತೆನಿ ಹೆ: ಪೈಲೆಚೆ ಅಪೊಸ್ತಲಾ, ದೊನ್ವೆಚೆ ಪ್ರವಾದಿ, ತಿನ್ವೆಚಿ ಶಿಕ್ವುತಲಿ ಲೊಕಾ; ಹೆಂಚ್ಯಾ ಮಾನಾ ವಿಚಿತ್ರ್ ಕಾಮಾ ಕರ್‍ತಲೆ, ಪಿಡಾ ಗುನ್ ಕರ್‍ತಲೆ, ದುಸ್ರ್ಯಾಂಚಿ ಸೆವಾ ಕರ್‍ತಲೆ, ಅಧಿಕಾರ್ ಚಾಲ್ವುತಲೆ ಅನಿ ದುಸ್ರಿ ದುಸ್ರಿ ಬಾಶಾ ಬೊಲ್ತಲೆ.