1 Corinthians 12:3 — Compare Translations

7 translations compared side by side

Odia - 1840
"ସେଥିପାଇଁ ମୁଁ କହୁଛି ଯେ, ପରମେଶ୍ବରଙ୍କ ଆତ୍ମାପ୍ରାପ୍ତ ଲୋକ ଯୀଶୁ ଅଭିଶପ୍ତ ବୋଲି କଦାପି କହିବି ନାହିଁ। ପବିତ୍ର ଆତ୍ମାଙ୍କ ସାହାୟ୍ଯ ବିନା କୌଣସି ଲୋକ ଯୀଶୁ ପ୍ରଭୁ ଅଟନ୍ତି ବୋଲି କହିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ଵରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ ‘ଯୀଶୁ ଅଭିଶପ୍ତʼ ବୋଲି କୁହେ ନାହିଁ, ପୁଣି କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ ‘ଯୀଶୁ ପ୍ରଭୁʼ ବୋଲି କହି ପାରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିପାଇଁ ତୁମ୍ଭମାନଙ୍କର ଜାଣିବା ଉଚିତ ଯେ, ଈଶ୍ୱରଙ୍କ ଆତ୍ମା ଦ୍ୱାରା ପରିଚାଳିତ ହୋଇ କେହି କହି ପାରେନା, “ଯୀଶୁ ଅଭିଶପ୍ତ”; ପୁଣି ପବିତ୍ର୍ରଆତ୍ମାଙ୍କ ଦ୍ୱାରା ପରିଚାଳିତ ନ ହେଲେ, କେହି ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିପାରେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ମୁଁ କହୁଛି ଯେ, ପରମେଶ୍ୱରଙ୍କ ଆତ୍ମାପ୍ରାପ୍ତ ଲୋକ “ଯୀଶୁ ଅଭିଶପ୍ତ” ବୋଲି କଦାପି କହିବ ନାହିଁ। ପବିତ୍ରଆତ୍ମାଙ୍କ ସାହାଯ୍ୟ ବିନା କୌଣସି ଲୋକ “ଯୀଶୁ ପ୍ରଭୁ ଅଟନ୍ତି” ବୋଲି କହିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ବରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ “ଯୀଶୁ ଅଭିଶପ୍ତ” ବୋଲି କୁହେ ନାହିଁ, ପୁଣି, କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ “ଯୀଶୁ ପ୍ରଭୁ” ବୋଲି କହିପାରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ୱରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ "ଯୀଶୁ ଅଭିଶପ୍ତ' ବୋଲି କୁହେ ନାହିଁ, ପୁଣି, କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ "ଯୀଶୁ ପ୍ରଭୁ' ବୋଲି କହିପାରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ಸಾಟ್ನಿ ಮಿಯಾ ತುಮ್ಕಾ ಸಾಂಗ್ತಾ, ದೆವಾಚ್ಯಾ ಆತ್ಮ್ಯಾಚ್ಯಾ ಪ್ರೆರನಾಚ್ಯಾ ವೈನಾ ಬೊಲ್ತಲ್ಲೊ ಕೊನ್‍ಬಿ ಮಾನುಸ್ ಜೆಜು ಸರಾಪ್ ಪಡಲ್ಲೊ ಮನಿನಾ! ತಸೆಚ್ ಪವಿತ್ರ್ ಆತ್ಮ್ಯಾಚೊ ಪ್ರಭಾವ್ ನಸ್ತಾನಾ ಕೊನ್‍ಬಿ ಮಾನುಸ್ “ಜೆಜುಕ್ ಧನಿ” ಮನುನ್ ಸಾಂಗುಕ್ ಸಕಿನಾ.