1 Corinthians 12:30 — Compare Translations
7 translations compared side by side
Odia - 1840
"ସମସ୍ତେ କ'ଣ ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କ'ଣ ବିଭିନ୍ନ ଭାଷା କହନ୍ତି? ସମସ୍ତେ କ'ଣ ଏହି ଭାଷାଗୁଡ଼ିକର ଅର୍ଥ କରି ପାରନ୍ତି କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କି ପରଭାଷାରେ କଥା କହନ୍ତି? ସମସ୍ତେ କି ଭାଷାର ଅର୍ଥ କରନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତେ ରୋଗ ସୁସ୍ଥ କରିବାକୁ, ବିଭିନ୍ନ ଭାଷାରେ କଥା କହବାକୁ ଏବଂ ସେ ସବୁର ଅର୍ଥ ବୁଝାଇବାକୁ ପାରିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତେ କ’ଣ ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କ’ଣ ବିଭିନ୍ନ ଭାଷା କହନ୍ତି? ସମସ୍ତେ କ’ଣ ଏହି ଭାଷାଗୁଡ଼ିକର ଅର୍ଥ କରି ପାରନ୍ତି କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କି ପରଭାଷାରେ କଥା କହନ୍ତି? ସମସ୍ତେ କି ଭାଷାର ଅର୍ଥ କରନ୍ତି?
Odia IRV 2017 (ଓଡିଆ ବାଇବେଲ)
ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କି ପରଭାଷାରେ କଥା କହନ୍ତି? ସମସ୍ତେ କି ଭାଷାର ଅର୍ଥ କରନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾಕ್ನಿಬಿ ಗುನ್ ಕರ್ತಲಿ ತಾಕತ್ ಹಾಯ್ ಕಾಯ್? ಸಗ್ಳೆ ಜಾನಾಬಿ ದುಸ್ರ್ಯಾ ದುಸ್ರ್ಯಾ ಬಾಶಾನಿ ಬೊಲ್ತ್ಯಾತ್ ಕಾಯ್? ಸಗ್ಳೆಬಿ ತೆಚೊ ಅರ್ಥ್ ಸೊಡ್ವುನ್ ಸಾಂಗ್ತಲೊ ಕಾಯ್?