1 Corinthians 12:31 — Compare Translations

7 translations compared side by side

Odia - 1840
"କିନ୍ତୁ ତୁମ୍ଭମାନେେ ପ୍ରକୃତ ରେ ଆତ୍ମାଙ୍କ ଶ୍ ରେଷ୍ଠ ଦାନଗୁଡ଼ିକ ପାଇବା ପାଇଁ ଏକାନ୍ତ ଚେଷ୍ଟା କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଶ୍ରେଷ୍ଠ ଦାନସମସ୍ତ ପାଇବା ନିମନ୍ତେ ଏକା; ଚେଷ୍ଟା କର । ଅଧିକନ୍ତୁ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉତ୍କୃଷ୍ଟତର ପଥ ଦେଖାଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଉକ୍ରୃଷ୍ଟ ଦାନଗୁଡ଼ିକ ପାଇବା ନିମନ୍ତେ ଉଦ୍ଯୋଗୀ ହୁଅ। ମୁଁ ତୁମ୍ଭମାନଙ୍କୁ ଏହାଠାରୁ ଉକ୍ରୃଷ୍ଟତର ଏକ ପନ୍ଥା ଦେଖାଇବି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେମାନେ ପ୍ରକୃତରେ ଆତ୍ମାଙ୍କ ଶ୍ରେଷ୍ଠ ଦାନଗୁଡ଼ିକ ପାଇବା ପାଇଁ ଏକାନ୍ତ ଚେଷ୍ଟା କରିବା ଉଚିତ୍ । ଏବେ ମୁଁ ସମସ୍ତ ମାର୍ଗ ଅପେକ୍ଷା ଅତି ଉତ୍ତମ ମାର୍ଗ ଦେଖାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଶ୍ରେଷ୍ଠ ଦାନସମସ୍ତ ପାଇବା ନିମନ୍ତେ ଏକାନ୍ତ ଚେଷ୍ଟା କର। ଅଧିକନ୍ତୁ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉତ୍କୃଷ୍ଟତର ପଥ ଦେଖାଉଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଶ୍ରେଷ୍ଠ ଦାନସମସ୍ତ ପାଇବା ନିମନ୍ତେ ଏକାନ୍ତ ଚେଷ୍ଟା କର । ଅଧିକନ୍ତୁ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉତ୍କୃଷ୍ଟତର ପଥ ଦେଖାଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಾಲ್ಯಾರ್ಬಿ ಹ್ಯಾ ಸಗ್ಳ್ಯಾ ವರಾಂಚ್ಯಾನ್ಕಿ ಮೊಟೆ ವರು ಘೆವ್ಕ್ ತುಮಿ ರಾಕುನ್ ರ್‍ಹಾವಾ. ಸಗ್ಳ್ಯಾಂಚ್ಯಾನ್ಕಿ ಬರಿ ವಾಟ್ ಮಿಯಾ ತುಮ್ಕಾ ದಾಕ್ವುತಾ.