1 Corinthians 12:4 — Compare Translations
7 translations compared side by side
Odia - 1840
"ଆତ୍ମାଙ୍କ ଦାନ ଅନକେ ପ୍ରକାରର, କିନ୍ତୁ ସଗେୁଡ଼ିକ ସହେି ଏକ ପବିତ୍ର ଆତ୍ମାଙ୍କଠାରୁ ଆସିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନୁଗ୍ରହଦାନ ବିଭିନ୍ନ ପ୍ରକାର, କିନ୍ତୁ ଆତ୍ମା ଏକ;
Odia BSI (ପବିତ୍ର ବାଇବଲ (CL) NT (BSI))
ଆତ୍ମିକ ଦାନ ବିଭିନ୍ନ ପ୍ରକାର, କିନ୍ତୁ ସେହି ଏକ ଆତ୍ମା ସେସବୁ ପ୍ରଦାନ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଆତ୍ମାଙ୍କ ଦାନ ଅନେକ ପ୍ରକାରର, କିନ୍ତୁ ସେଗୁଡ଼ିକ ସେହି ଏକ ପବିତ୍ରଆତ୍ମାଙ୍କଠାରୁ ଆସିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନୁଗ୍ରହ ଦାନ ବିଭିନ୍ନ ପ୍ରକାର, କିନ୍ତୁ ଆତ୍ମା ଏକ;
Odia IRV 2017 (ଓଡିଆ ବାଇବେଲ)
ଅନୁଗ୍ରହ ଦାନ ବିଭିନ୍ନ ପ୍ରକାର, କିନ୍ତୁ ଆତ୍ମା ଏକ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೊಲ್ಯಾರ್ಬಿ ಆತ್ಮಿಕ್ ವರಾ ಲೈ ಲೈ ಥರಿಚಿ ಹಾತ್ ಖರೆ ಎಕುಚ್ ಪವಿತ್ರ್ ಆತ್ಮೊ ತಿ ದಿತಾ.