1 Corinthians 12:6 — Compare Translations

7 translations compared side by side

Odia - 1840
"ପରମେଶ୍ବର ଆମ୍ଭମାନଙ୍କ ଜୀବନର ଅନକେ ପ୍ରକାର କାର୍ୟ୍ଯ କରନ୍ତି, ମାତ୍ର ଯେ ଏସମସ୍ତ କରନ୍ତି, ସହେି ପରମେଶ୍ବର ଏକ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାର୍ଯ୍ୟ ବିଭିନ୍ନ ପ୍ରକାର, କିନ୍ତୁ ଈଶ୍ଵର ଏକ, ସେ ସମସ୍ତଙ୍କଠାରେ ସମସ୍ତ ସାଧନ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାର୍ଯ୍ୟ କରିବାର ଶକ୍ତି ବିଭିନ୍ନ ଧରଣର, କିନ୍ତୁ ଏକ ଈଶ୍ୱର ସେହିସବୁ ଶକ୍ତି ଯୋଗାଇ ଥାଆନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆମ୍ଭମାନଙ୍କ ଜୀବନର ଅନେକ ପ୍ରକାର କାର୍ଯ୍ୟ କରନ୍ତି, ମାତ୍ର ଯେ ଏସମସ୍ତ କରନ୍ତି, ସେହି ପରମେଶ୍ୱର ଏକ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାର୍ଯ୍ୟ ବିଭିନ୍ନ ପ୍ରକାର, କିନ୍ତୁ ଈଶ୍ବର ଏକ, ସେ ସମସ୍ତଙ୍କଠାରେ ସମସ୍ତ ସାଧନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କାର୍ଯ୍ୟ ବିଭିନ୍ନ ପ୍ରକାର, କିନ୍ତୁ ଈଶ୍ୱର ଏକ, ସେ ସମସ୍ତଙ୍କଠାରେ ସମସ୍ତ ସାଧନ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಕಾಮಾಬಿ ದುಸ್ರಿ ದುಸ್ರಿ ಥರಿಚಿ ಹಾತ್; ಖರೆ ಸಗ್ಳ್ಯಾಂಚಿ ಸಗ್ಳಿ ಕಾಮಾ ಹೊಯ್ ಸರ್ಕೆ ಕರ್‍ತಲೊ ದೆವ್ ಎಕ್ಲೊಚ್.