1 Corinthians 12:7 — Compare Translations
7 translations compared side by side
Odia - 1840
"ପ୍ରେତ୍ୟକକ ଲୋକଠା ରେ ଆତ୍ମାର ବିଶଷେ ଗୁଣ ଗୁଡ଼ିକ ଦେଖିବାକୁ ମିଳେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପ୍ରତ୍ୟେକ ଜଣକୁ ଆତ୍ମାଙ୍କ ଗୁଣପ୍ରକାଶକ ଦାନ ସାଧାରଣ ହିତ ନିମନ୍ତେ ପ୍ରଦତ୍ତ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତଙ୍କର ମଙ୍ଗଳ ସାଧନ ନିମନ୍ତେ ପ୍ରତ୍ୟେକ ବ୍ୟକ୍ତି ମଧ୍ୟରେ ପବିତ୍ରଆତ୍ମାଙ୍କ ଶକ୍ତି ବିଭିନ୍ନ ଭାବରେ ପ୍ରକାଶିତ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଲୋକଠାରେ ଆତ୍ମାର ବିଶେଷ ଗୁଣ ଗୁଡ଼ିକ ଦେଖିବାକୁ ମିଳେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପ୍ରତ୍ୟେକ ଜଣକୁ ଆତ୍ମାଙ୍କ ଗୁଣପ୍ରକାଶକ ଦାନ ସାଧାରଣ ହିତ ନିମନ୍ତେ ପ୍ରଦତ୍ତ ହୁଏ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପ୍ରତ୍ୟେକ ଜଣକୁ ଆତ୍ମାଙ୍କ ଗୁଣପ୍ରକାଶକ ଦାନ ସାଧାରଣ ହିତ ନିମନ୍ତେ ପ୍ରଦତ୍ତ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹರ್ ಎಕ್ಲ್ಯಾಕ್ ದಿಸುನ್ ಯೆತಾತ್ ತಿ ಪವಿತ್ರ್ ಆತ್ಮ್ಯಾಚಿ ವರಾ ಸಗ್ಳ್ಯಾಂಚ್ಯಾ ಬರ್ಯಾಪಾನಾಸಾಟ್ನಿ ಮನುನ್ ದಿಲ್ಲಿ ಹಾತ್.