1 Corinthians 12:8 — Compare Translations
7 translations compared side by side
Odia - 1840
"ଏଗୁଡ଼ିକ ଅନ୍ୟମାନଙ୍କ ଭଲ ପାଇଁ ଦିଆ ଯାଇଛି। ଜଣେ ଲୋକକୁ ଆତ୍ମାଙ୍କ ଦ୍ବାରା ବୁଦ୍ଧି ରେ କଥା କହିବାକୁ ଦକ୍ଷତା ଦିଆ ହାଇେଛି, ଓ ଅନ୍ୟ ଜଣକୁ ସହେି ଆତ୍ମାଙ୍କ ଦ୍ବାରା ଜ୍ଞାନର କଥା କହିବାକୁ ଯୋଗ୍ଯତା ଦିଆ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଜଣକୁ ଆତ୍ମାଙ୍କ ଦ୍ଵାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ,
Odia BSI (ପବିତ୍ର ବାଇବଲ (CL) NT (BSI))
ପବିତ୍ରଆତ୍ମାଙ୍କ ଅନୁଗ୍ରହରୁ କେହି ବୁଦ୍ଧିମାନ ହୋଇ ବାକ୍ପଟୁ ହୁଏ ଓ ଆଉ କେହି ଜ୍ଞାନର କଥା କହେ।
Odia Bible ERV 2004 (ପବିତ୍ର ବାଇବଲ)
ଏଗୁଡ଼ିକ ଅନ୍ୟମାନଙ୍କ ଭଲ ପାଇଁ ଦିଆଯାଇଛି। ଜଣେ ଲୋକକୁ ଆତ୍ମାଙ୍କ ଦ୍ୱାରା ବୁଦ୍ଧିରେ କଥା କହିବାକୁ ଦକ୍ଷତା ଦିଆ ହୋଇଛି, ଓ ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଦ୍ୱାରା ଜ୍ଞାନର କଥା କହିବାକୁ ଯୋଗ୍ୟତା ଦିଆ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଜଣକୁ ଆତ୍ମାଙ୍କ ଦ୍ୱାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ,
Odia IRV 2017 (ଓଡିଆ ବାଇବେଲ)
କାରଣ ଜଣକୁ ଆତ୍ମାଙ୍କ ଦ୍ୱାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಪವಿತ್ರ್ ಆತ್ಮೊ ಎಕ್ಲ್ಯಾಕ್ ಬುದ್ದಿಚೊ, ಅನಿಎಕ್ಲ್ಯಾಕ್ ಶಾನ್ಪಾನಾಚೊ ವರು ದಿತಾ. ಅನಿಎಕ್ಲ್ಯಾಕ್ ತೆಚೊ ಅರ್ಥ್ ಸೊಡ್ಸುನ್ ಸಾಂಗ್ತಲೆ ವರು ದಿತಾ.