1 Corinthians 12:9 — Compare Translations
7 translations compared side by side
Odia - 1840
"ସହେି ଏକମାତ୍ର ଆତ୍ମା ଜଣେ ଲୋକକୁ ବିଶ୍ବାସ ଓ ଅନ୍ୟଜଣକୁ ପୂର୍ଣ୍ଣ ଆରୋଗ୍ୟ କରିବା ଶକ୍ତି ଦାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅପର ଜଣକୁ ସେହି ଆତ୍ମାଙ୍କ ଦ୍ଵାରା ବିଶ୍ଵାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ଵାରା ଆରୋଗ୍ୟ କରିବାର ଶକ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଏକ ପବିତ୍ରଆତ୍ମା କାହାକୁ ଦିଅନ୍ତି ବିଶ୍ୱାସ ଓ କାହାକୁ ଦିଅନ୍ତି ଆରୋଗ୍ୟ କରିବାର ଶକ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ସେହି ଏକମାତ୍ର ଆତ୍ମା ଜଣେ ଲୋକକୁ ବିଶ୍ୱାସ ଓ ଅନ୍ୟଜଣକୁ ପୂର୍ଣ୍ଣ ଆରୋଗ୍ୟ କରିବା ଶକ୍ତି ଦାନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅପର ଜଣକୁ ସେହି ଆତ୍ମାଙ୍କ ଦ୍ୱାରା ବିଶ୍ୱାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ୱାରା ଆରୋଗ୍ୟ କରିବାର ଶକ୍ତି,
Odia IRV 2017 (ଓଡିଆ ବାଇବେଲ)
ଅପର ଜଣକୁ ସେହି ଆତ୍ମାଙ୍କ ଦ୍ୱାରା ବିଶ୍ୱାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ୱାରା ଆରୋଗ୍ୟ କରିବାର ଶକ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ಲ್ಯಾಕ್ ತ್ಯಾಚ್ ಆತ್ಮ್ಯಾ ವೈನಾ ವಿಶ್ವಾಸಾಚೆ ವರು ಗಾವ್ತಾ ಅನಿಎಕ್ಲ್ಯಾಕ್ ಪಿಡಾ ಗುನ್ ಕರ್ತಲೆ ವರು ಗಾವ್ತಾ.