1 Corinthians 13:1 — Compare Translations
7 translations compared side by side
Odia - 1840
"ଯଦି ମୁଁ ମଣିଷମାନଙ୍କର ବିଭିନ୍ନ ଭାଷା ରେ ବା ସ୍ବର୍ଗଦୂତଙ୍କ ଭାଷା ରେ କହିପା ରେ, ମାତ୍ର ମାଠାେ ରେ ପ୍ ରମେ ନାହିଁ, ତାହାହେଲେ ମୁଁ ଶବ୍ଦ କାରକ ପିଟା ଘଣ୍ଟା ବା ଝାଞ୍ଜ ଭଳି ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଶଦ୍ଦକାରକ ଘଣ୍ଟା କିମ୍ଵା ଝମ୍ ଝମ୍ ଶଦ୍ଦକାରୀ କରତାଳ ସ୍ଵରୂପ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ମନୁଷ୍ୟମାନଙ୍କର ତଥା ସ୍ୱର୍ଗଦୂତମାନଙ୍କ ଭାଷାରେ କଥା କହି ପାରିଲେ ସୁଦ୍ଧା, ମୋ’ ହୃଦୟରେ ପ୍ରେମ ନ ଥିଲେ, ମୁଁ କେବଳ ଗୋଟିଏ ଶବ୍ଦାୟମାନ ପିଟା ଘଣ୍ଟା, କିଅବା ଝଣତ୍କାର କରୁଥିବା ଗୋଟିଏ କରତାଳ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ମୁଁ ମଣିଷମାନଙ୍କର ବିଭିନ୍ନ ଭାଷାରେ ବା ସ୍ୱର୍ଗଦୂତଙ୍କ ଭାଷାରେ କହିପାରେ, ମାତ୍ର ମୋ’ଠାରେ ପ୍ରେମ ନାହିଁ, ତାହାହେଲେ ମୁଁ ଶବ୍ଦ କାରକ ପିଟା ଘଣ୍ଟା ବା ଝାଞ୍ଜ ଭଳି ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟା କିମ୍ବା ଝମ୍ ଝମ୍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟ କିମ୍ବା ଝମ୍ ଝମ୍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನ್ಸಾಂಚ್ಯಾ ಅನಿ ದೆವಾಚ್ಯಾ ದುತಾಂಚ್ಯಾ ಸಗ್ಳ್ಯಾ ಬಾಶಾನಿ ಮಿಯಾ ಬೊಲಿಲ್, ಹೊಲ್ಯಾರ್ಬಿ ಮಾಜ್ಯಾ ಭುತ್ತುರ್ ಪ್ರೆಮ್ ನಾ ಹೊಲ್ಯಾರ್ ಮಿಯಾ ಎಕ್ ಆವಾಜ್ ಕರ್ತಲ್ಯಾ ಆಯ್ದಾನ್ ಸಾರ್ಕೊ, ಕಿನ್ನಿಕ್ ಕಿನ್ನಿಕ್ ವಾಜ್ತಲ್ಯಾ ತಾಳಾ ಸಾರ್ಕೊ.