1 Corinthians 13:10 — Compare Translations

7 translations compared side by side

Odia - 1840
"କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ସମସ୍ତ ଆଂଶିକ ବିଷୟ ଲୋପ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସମସ୍ତ ବିଷୟର ସମ୍ପୂର୍ଣ୍ଣତା ଉପସ୍ଥିତ ହେଲେ, ଏହି ଆଂଶିକ ବିଷୟସବୁ ଲୋପ ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ସମସ୍ତ ଆଂଶିକ ବିଷୟ ଲୋପ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಸಂಪುರ್ನ್ ಹೊತ್ತೆ ಯೆಲ್ಲ್ಯಾ ಎಳಾರ್ ಸಂಪುರ್ನ್ ನಾ ಮನುನ್ ಹೊತ್ತೆ ನಾಸ್ ಹೊವ್ನ್ ಜಾತಾ.