1 Corinthians 13:2 — Compare Translations
7 translations compared side by side
Odia - 1840
"ମାେ ପାଖ ରେ ଭାବବାଣୀ କହିବାର ଶକ୍ତି ଥାଇ ପା ରେ, ମୁଁ ପରମେଶ୍ବରଙ୍କ ସମସ୍ତ ନିଗୂଢ଼ ତତ୍ତ୍ବ ଜାଣି ଥାଇ ପା ରେ, ମାରେସମସ୍ତ ଜ୍ଞାନ ଥାଇପା ରେ, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମାହେର ସମ୍ପୂର୍ଣ୍ଣ ବିଶ୍ବାସ ଥାଇପା ରେ, କିନ୍ତୁ ଯଦି ମାଠାେ ରେ ପ୍ ରମେ ନାହିଁ, ତା' ହେଲେ ମୁଁ କିଛି ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ ତତ୍ତ୍ଵ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ଵାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରେରଣାପୂର୍ଣ୍ଣ ଧର୍ମପ୍ରଚାର କରିବାକୁ ମୋର ଶକ୍ତି ଥାଇପାରେ। ସମସ୍ତ ବିଷୟରେ ଜ୍ଞାନ ଥାଇପାରେ, ସମସ୍ତ ନିଗୂଢ଼ ତତ୍ତ୍ୱ ବୁଝିବାକୁ ଶକ୍ତି ଥାଇପାରେ, ବିଶ୍ୱାସ ବଳରେ ପାହାଡ଼ ଘୁଞ୍ଚାଇବା ସାମର୍ଥ୍ୟ ଥାଇପାରେ; ତଥାପି ମୋର ପ୍ରେମ ନ ଥିଲେ, ମୁଁ କିଛି ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ପାଖରେ ଭାବବାଣୀ କହିବାର ଶକ୍ତି ଥାଇପାରେ, ମୁଁ ପରମେଶ୍ୱରଙ୍କ ସମସ୍ତ ନିଗୂଢ଼ତତ୍ତ୍ୱ ଜାଣି ଥାଇପାରେ, ମୋର ସମସ୍ତ ଜ୍ଞାନ ଥାଇପାରେ, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଇପାରେ, କିନ୍ତୁ ଯଦି ମୋ’ଠାରେ ପ୍ରେମ ନାହିଁ, ତା’ହେଲେ ମୁଁ କିଛି ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರವಾದ್ ಕರ್ತಲೆ ವರು ಮಾಕಾ ಅಸಿಲ್ ಅನಿ ಘುಟಾನ್ ಹೊತ್ತ್ಯಾ ಸಂಗ್ತಿಯಾಂಚೆ ಸಗ್ಳೆ ಶಾನ್ಪಾನ್ ಮಾಕಾ ಅಸಿಲ್, ನಾ ಹೊಲ್ಯಾರ್ ಎಕಾಕ್ಲಿ ಮಡ್ಡಿ ಅನಿ ಎಕಾಕ್ಡೆ ಜಾಯ್ ಸಾರ್ಕೆ ಕರುಕ್ ಹೊತಾ ತಸ್ಲೊ ವಿಶ್ವಾಸ್ ಮಾಕಾ ಅಸಿಲ್, ಜಾಲ್ಯಾರ್ಬಿ ಮಾಜ್ಯಾ ಭುತ್ತುರ್ ಪ್ರೆಮ್ ನಾ ಹೊಲ್ಯಾರ್ ಮಿಯಾ ಕಾಯ್ಬಿ ನ್ಹಯ್.