1 Corinthians 13:3 — Compare Translations

7 translations compared side by side

Odia - 1840
"ଯଦି ମୁଁ ମାରେ ସମସ୍ତ ସମ୍ପତ୍ତି ଦରିଦ୍ରକୁ ଖୁଆଇବା ପାଇଁ ଦାନ କରି ଦଇପୋ ରେ, ବା ନିଜ ଶରୀରକୁ ଦଗ୍ଧ ହବୋ ପାଇଁ ସମର୍ପଣ କରି ଦଇପୋ ରେ, ମାତ୍ର ମାହେର ପ୍ ରମେ ନ ଥାଏ, ତବେେ ମୁଁ କିଛି ପାଇବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ଵ ବିତରଣ କରେ, ପୁଣି ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦିବା ମୋର ସର୍ବସ୍ୱ ଦାନ କରିପାରେ କିମ୍ବା ଅଗ୍ନିରେ ଦଗ୍ଧ ହେବା ପାଇଁ ମୋ’ ଶରୀରକୁ ବିସର୍ଜନ କରି ଦିଏ, ତଥାପି ଯଦି ମୋ’ ହୃଦୟରେ ପ୍ରେମ ନାହିଁ, ସେସବୁ ମୋ’ ପାଇଁ ବୃଥା।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ମୁଁ ମୋର ସମସ୍ତ ସମ୍ପତ୍ତି ଦରିଦ୍ରକୁ ଖୁଆଇବା ପାଇଁ ଦାନ କରି ଦେଇପାରେ, ବା ନିଜ ଶରୀରକୁ ଦଗ୍ଧ ହେବା ପାଇଁ ସମର୍ପଣ କରି ଦେଇପାରେ, ମାତ୍ର ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ପାଇବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ୱ ବିତରଣ କରେ, ପୁଣି, ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ୱ ବିତରଣ କରେ, ପୁଣି, ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಸಗ್ಳಿ ಮಾಜಿ ಆಸ್ತಿ ಅನಿ ಬದಿಕ್ ಗರಿಬಾಕ್ನಿ ಬಾಳ್ಗುಕ್ ಮನುನ್ ಮಿಯಾ ವಾಟುನ್ ದಿಯ್ನ್ ಅನಿ ಮಾಜೆ ಆಂಗ್ ಸೈತ್ ಮಿಯಾ ಒಪ್ಸುನ್ ದಿಯ್ನ್ ಜಾಲ್ಯಾರ್ಬಿ ಮಾಜ್ಯಾ ಭುತ್ತುರ್ ಪ್ರೆಮ್ ನಸ್ಲ್ಯಾರ್ ಹೆ ಮಾಕಾ ಕಸ್ಲ್ಯಾಬಿ ಫಾಯ್ದ್ಯಾಕ್ ಪಡಿನಾ.