1 Corinthians 13:4 — Compare Translations
7 translations compared side by side
Odia - 1840
"ପ୍ ରମେ ଦୀର୍ଘ ସହିଷ୍ଣୁ। ପ୍ ରମେ ଦୟାବାନ। ପ୍ ରମେ ରେ ଇର୍ଷା ନ ଥାଏ। ସେ ଗର୍ବ କରେ ନାହିଁ, ସେ ଅହଂକାରୀ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରେମ ଦୀର୍ଘସହିଷ୍ଣୁ, ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରେମ ଧୈର୍ଯ୍ୟଶୀଳ ଓ ସଦୟ, ପ୍ରେମ ଈର୍ଷାପର, ଆତ୍ମାଭିମାନୀ ବା ଅହଙ୍କାରୀ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରେମ ଦୀର୍ଘ ସହିଷ୍ଣୁ। ପ୍ରେମ ଦୟାବାନ। ପ୍ରେମରେ ଈର୍ଷା ନ ଥାଏ। ସେ ଗର୍ବ କରେ ନାହିଁ, ସେ ଅହଂକାରୀ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,
Odia IRV 2017 (ଓଡିଆ ବାଇବେଲ)
ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರೆಮ್ ಸೊಸುನ್ ಘೆವ್ನ್ ಜಾತಾ, ಪ್ರೆಮ್ ದಯಾಳ್, ಅನಿಎಕ್ಲ್ಯಾಕ್ ಬಗುನ್ ಜಳಿ ನಾ, ಅಪ್ನಾಚಿಚ್ ಬಡಾಯ್ ಬೊಲಿನಾ, ಗರುಕಿನ್ ಭರಿನಾ;