1 Corinthians 13:5 — Compare Translations
7 translations compared side by side
Odia - 1840
"ପ୍ ରମେ ଅନୁଚିତ ବ୍ଯବହାର କରେ ନାହିଁ, ସ୍ବାର୍ଥ ଚେଷ୍ଟା କରେ ନାହିଁ। ସହଜ ରେ ବିରକ୍ତ ହୁଏ ନାହିଁ। ପ୍ ରମେ କବେେ ହେଲେ ତା'ପ୍ରତି ହାଇେଥିବା ଅପକାରକୁ ମନ ରେଖ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନୁଚିତ ବ୍ୟବହାର କରେ ନାହିଁ, ସ୍ଵାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରେମ ଋକ୍ଷ ସ୍ୱଭାବ ବା ସ୍ୱାର୍ଥପର ନୁହେଁ, ଅଯଥା ବିରକ୍ତ ହୁଏ ନାହିଁ। ପ୍ରେମ ତା’ ପ୍ରତି କରାଯାଇଥିବା ଅନ୍ୟାୟର ହିସାବ ରଖେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରେମ ଅନୁଚିତ୍ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ। ସହଜରେ ବିରକ୍ତ ହୁଏ ନାହିଁ। ପ୍ରେମ କେବେ ହେଲେ ତା’ ପ୍ରତି ହୋଇଥିବା ଅପକାରକୁ ମନରଖେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,
Odia IRV 2017 (ଓଡିଆ ବାଇବେଲ)
ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರೆಮ್ ಮರ್ಯಾದ್ಗೆಡಿ ಹೊವ್ನ್ ಚಲಿನಾ, ಅಪ್ನಾಚೊಚ್ ಫಾಯ್ದೊ ಬಗಿನಾ; ರಾಗ್ ಕರಿನಾ; ಡಾವ್ ಮನಾತ್ ಥವ್ನ್ ಘೆಯ್ನಾ;