1 Corinthians 13:6 — Compare Translations
7 translations compared side by side
Odia - 1840
"ସେ ଅଧର୍ମ ରେ କଦାପି ଆନନ୍ଦ କରେ ନାହିଁ, ମାତ୍ର ସେ ସତ୍ଯ ରେ ଆନନ୍ଦ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ;
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରେମ ଅଧର୍ମରେ ଆନନ୍ଦ କରେ ନାହିଁ, ସତ୍ୟରେ ତା’ର ଆନନ୍ଦ। ପ୍ରେମ ସବୁ କିଛି ସହ୍ୟ କରେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଅଧର୍ମରେ କଦାପି ଆନନ୍ଦ କରେ ନାହିଁ, ମାତ୍ର ସେ ସତ୍ୟରେ ଆନନ୍ଦ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ;
Odia IRV 2017 (ଓଡିଆ ବାଇବେଲ)
ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನ್ನ್ಯಾಯ್ ಬಗುನ್ ಖುಶಿ ಹೊಯ್ನಾ, ಹೆಚ್ಯಾ ಬದ್ಲಾಕ್ ಖರೆ ಜಿಕಲ್ಲೆ ಬಗುನ್ ಖುಶಿ ಹೊತಾ.