1 Corinthians 13:7 — Compare Translations
7 translations compared side by side
Odia - 1840
"ପ୍ ରମେ ସମସ୍ତ ବିଷୟ ସହ୍ଯ କରେ। ପ୍ ରମେ ସମସ୍ତ ବିଶ୍ବାସ କରେ; ସମସ୍ତ ଭରସା କରେ, ସବୁ ବିଷୟ ରେ ର୍ଧୈୟ୍ଯ ଧରି ରହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ଵାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ର ଅସୀମ ବିଶ୍ୱାସ, ଅଦମ୍ୟ ଭରସା; କୌଣସି ପରିସ୍ଥିତିରେ ସେ ଧୈର୍ଯ୍ୟଚ୍ୟୁତ ହୁଏ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରେମ ସମସ୍ତ ବିଷୟ ସହ୍ୟ କରେ। ପ୍ରେମ ସମସ୍ତ ବିଶ୍ୱାସ କରେ; ସମସ୍ତ ଭରସା କରେ, ସବୁ ବିଷୟରେ ଧୈର୍ଯ୍ୟ ଧରି ରହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ୱାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ।
Odia IRV 2017 (ଓଡିଆ ବାଇବେଲ)
ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ୱାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರೆಮ್ ಸಗ್ಳೆ ಸೊಸುನ್ ಘೆವ್ನ್ ಜಾತಾ, ಸಗ್ಳ್ಯಾ ವೈರ್ ಬರೊಸೊ ಕರ್ತಾ ಅನಿ ಸಗ್ಳೆ ಸಂಬಾಳುನ್ ಘೆವ್ಕ್ ಜಾತಾ ಅನಿ ಧೈರ್ಯಾನ್ ರ್ಹಾತಾ.