1 Corinthians 13:8 — Compare Translations
7 translations compared side by side
Odia - 1840
"ପ୍ ରମେ କଦାପି ଶଷେ ହୁଏ ନାହିଁ। ଯଦି ଭାବବାଣୀ ଥାଏ, ତାହା ଲୋପ ହବେ, ଅନକେ ଭାଷା କହିବା ଶକ୍ତି ବନ୍ଦ ହାଇଯେିବ; ଯଦି ଜ୍ଞାନ ଥାଏ ତାହା ଲୋପ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରେମ ଚିରସ୍ଥାୟୀ। ପ୍ରେରଣାପୂର୍ଣ୍ଣ ଧର୍ମ ପ୍ରଚାର କ୍ଷଣିକ। ଅଲୌକିକ ଭାଷାରେ କଥା କହିବା ଶକ୍ତି କ୍ଷୟ ପାଇବ, ମନୁଷ୍ୟ ଜ୍ଞାନର ବିଲୋପ ଘଟିବ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରେମ କଦାପି ଶେଷ ହୁଏ ନାହିଁ। ଯଦି ଭାବବାଣୀ ଥାଏ, ତାହା ଲୋପ ହେବ, ଅନେକ ଭାଷା କହିବା ଶକ୍ତି ବନ୍ଦ ହୋଇଯିବ; ଯଦି ଜ୍ଞାନ ଥାଏ ତାହା ଲୋପ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ।
Odia IRV 2017 (ଓଡିଆ ବାଇବେଲ)
ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହି ସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರೆಮ್ ಕನ್ನಾಬಿ ಸರಿನಾ, ಪ್ರವಾದ್ಯಾಚೆ ಬೊಲ್ನೆ ಸರುನ್, ಜಾಯ್ಲ್ ವಿಚಿತ್ರ್ ಭಾಶಾ ಬೊಲ್ತಲೆ ವರು ಸರುನ್ ಜಾಯ್ಲ್; ಶಾನ್ಪಾನಾಚಿ ವರಾ ನಾ ಪತ್ತೊ ಹೊವ್ನ್ ಜಾತಿಲ್,