1 Corinthians 13:9 — Compare Translations

7 translations compared side by side

Odia - 1840
"କାରଣ ଆମ୍ଭକୁ ଜ୍ଞାନ ଓ ଭବିଷ୍ଯତ୍ ବାଣୀ ଆଂଶିକ ହବୋରୁ ଏହା ଲୋପ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେମାନେ ଆଂଶିକଭାବେ ଜାଣୁ ଓ ଆଂଶିକଭାବେ ଭାବବାଣୀ କହୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଆମର ଜ୍ଞାନ ଓ ପ୍ରେରଣାପୂର୍ଣ୍ଣ ଧର୍ମ ପ୍ରଚାର କରିବା ପାଇଁ ଆମ ଶକ୍ତି ଅସମ୍ପୂର୍ଣ୍ଣ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଆମ୍ଭକୁ ଜ୍ଞାନ ଓ ଭବିଷ୍ୟଦ୍‌‌ବାଣୀ ଆଂଶିକ ହେବାରୁ ଏହା ଲୋପ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେମାନେ ଆଂଶିକ ଭାବେ ଜାଣୁ ଓ ଆଂଶିକ ଭାବେ ଭାବବାଣୀ କହୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେମାନେ ଆଂଶିକ ଭାବେ ଜାଣୁ ଓ ଆଂଶିକ ଭାବେ ଭାବବାଣୀ କହୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಅಮ್ಚೆ ಶಾನ್‍ಪಾನ್ ಸಂಪುರ್ನ್ ನ್ಹಯ್, ಅನಿ ಅಮ್ಚೊ ಪ್ರವಾದ್‍ ಬಾರಿಕ್ ಭಾಗ್ ಹಾಯ್.