1 Corinthians 14:1 — Compare Translations

7 translations compared side by side

Odia - 1840
"ପ୍ ରମରେ ଅନୁସରଣ କର। ଆଧ୍ଯାତ୍ମିକ ଦାନସବୁ ପାଇବା ପାଇଁ ଏକାନ୍ତ ଚେଷ୍ଟା କର, ବିଶଷେ ଭାବରେ ଭାବବାଣୀ କହିବାକୁ ଏକାନ୍ତ ଇଚ୍ଛା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରେମର ଅନୁସରଣ କର, ପୁଣି ଆତ୍ମିକ ଦାନସବୁ ପାଇବା ନିମନ୍ତେ, ବିଶେଷତଃ ଯେପରି ଭାବବାଣୀ କହି ପାର, ଏଥିନିମନ୍ତେ ଏକା; ଚେଷ୍ଟା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ପ୍ରେମ ନିମିତ୍ତ ତୁମ୍ଭେମାନେ ଉଦ୍ଯୋଗୀ ହୁଅ। ଅନ୍ୟାନ୍ୟ ଆତ୍ମିକ ଦାନ ପାଇବା, ବିଶେଷତଃ ଈଶ୍ୱରଙ୍କ ବାର୍ତ୍ତା ପ୍ରଚାର କରିବା, ତୁମ୍ଭମାନଙ୍କ ଆନ୍ତରିକ କାମନା ହେଉ।
Odia Bible ERV 2004 (ପବିତ୍ର ବାଇବଲ)
ଆଧ୍ୟାତ୍ମିକ ଦାନଗୁଡ଼ିକୁ ମଣ୍ଡଳୀ ସେବାର ଲଗାଅ ପ୍ରେମର ଅନୁସରଣ କର। ଆଧ୍ୟାତ୍ମିକ ଦାନସବୁ ପାଇବା ପାଇଁ ଏକାନ୍ତ ଚେଷ୍ଟା କର, ବିଶେଷ ଭାବରେ ଭାବବାଣୀ କହିବାକୁ ଏକାନ୍ତ ଇଚ୍ଛା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରେମର ଅନୁସରଣ କର, ପୁଣି, ଆତ୍ମିକ ଦାନସବୁ ପାଇବା ନିମନ୍ତେ, ବିଶେଷତଃ ଯେପରି ଭାବବାଣୀ କହିପାର, ଏଥିନିମନ୍ତେ ଏକାନ୍ତ ଚେଷ୍ଟା କର।
Odia IRV 2017 (ଓଡିଆ ବାଇବେଲ)
ପ୍ରେମର ଅନୁସରଣ କର, ପୁଣି, ଆତ୍ମିକ ଦାନସବୁ ପାଇବା ନିମନ୍ତେ, ବିଶେଷତଃ ଯେପରି ଭାବବାଣୀ କହିପାର, ଏଥି ନିମନ୍ତେ ଏକାନ୍ତ ଚେଷ୍ଟା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರೆಮಾಚ್ಯಾ ಸಾರ್ಕೆ ಚಲಾ, ಆತ್ಮಿಕ್ ವರು, ಲೈ ಕರುನ್ ಪ್ರವಾದ್ ಕರ್ತಲೆ ವರು ಜೊಡುನ್ ಘೆವ್ಕ್ ತುಮಿ ಆಶಾ ಕರಾ.