1 Corinthians 14:12 — Compare Translations

7 translations compared side by side

Odia - 1840
"ତୁମ୍ଭପାଇଁ ମଧ୍ଯ ଏହା ପ୍ରୟୁଜ୍ଯ। ତୁମ୍ଭମାନେେ ଆଧ୍ଯାତ୍ମିକ ଦାନ ପାଇବା ପାଇଁ ଅତି ଉତ୍ସୁକ। ଅତଏବ, ମଣ୍ଡଳୀର ନିଷ୍ଠା ନିମନ୍ତେ ଆତ୍ମିକ ଦାନ ସବୁ ପ୍ରଚୁର ପରିମାଣ ରେ ପାଇବାକୁ ଚେଷ୍ଟା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆତ୍ମିକ ଦାନସବୁ ପାଇବାକୁ ଏକା; ଚେଷ୍ଟା କରୁଥିବାରୁ ମଣ୍ତଳୀର ନିଷ୍ଠା ନିମନ୍ତେ ସେହିସବୁ ପ୍ରଚୁର ପରିମାଣରେ ପାଇବାକୁ ଚେଷ୍ଟା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ବିଭିନ୍ନ ଆତ୍ମିକଦାନ ପାଇବାକୁ ଆଗ୍ରହାନ୍ୱିତ ଥିବାରୁ, ତନ୍ମଧ୍ୟରୁ ଯେଉଁସବୁ ମଣ୍ଡଳୀର ପୁଷ୍ଟି ସାଧନ କରିପାରେ, ସେଗୁଡ଼ିକର ବହୁଳ ବ୍ୟବହାର ପାଇଁ ଚେଷ୍ଟା କର।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭପାଇଁ ମଧ୍ୟ ଏହା ପ୍ରଜୁଜ୍ୟ। ତୁମ୍ଭେମାନେ ଆଧ୍ୟାତ୍ମିକ ଦାନ ପାଇବା ପାଇଁ ଅତି ଉତ୍ସୁକ। ଅତଏବ, ମଣ୍ଡଳୀର ନିଷ୍ଠା ନିମନ୍ତେ ଆତ୍ମିକ ଦାନ ସବୁ ପ୍ରଚୁର ପରିମାଣରେ ପାଇବାକୁ ଚେଷ୍ଟା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆତ୍ମିକ ଦାନସବୁ ପାଇବାକୁ ଏକାନ୍ତ ଚେଷ୍ଟା କରୁଥିବାରୁ ମଣ୍ଡଳୀର ନିଷ୍ଠା ନିମନ୍ତେ ସେହିସବୁ ପ୍ରଚୁର ପରିମାଣରେ ପାଇବାକୁ ଚେଷ୍ଟା କର।
Odia IRV 2017 (ଓଡିଆ ବାଇବେଲ)
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆତ୍ମିକ ଦାନସବୁ ପାଇବାକୁ ଏକାନ୍ତ ଚେଷ୍ଟା କରୁଥିବାରୁ ମଣ୍ଡଳୀର ନିଷ୍ଠା ନିମନ୍ତେ ସେହି ସବୁ ପ୍ରଚୁର ପରିମାଣରେ ପାଇବାକୁ ଚେଷ୍ଟା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ತುಮಿಬಿ ಆತ್ಮಿಕ್ ವರಾ ಕಮ್ವುನ್ ಘೆವ್ಚೆ ಮನುನ್ ಹಾಸಿ. ತಸೆ ಮನುನ್ ದೆವಾಚ್ಯಾ ಲೊಕಾಂಚ್ಯಾ ವಾಡಾವಳಿಕ್ ಗರಜ್ ಪಡ್ತಲಿ ವರಾ ಜಾಸ್ತಿಚ್ಯಾ ಮಾಪಾನ್ ಜೊಡುನ್ ಘೆವ್ಕ್ ಕಸ್ರತ್ ಕರಾ.