1 Corinthians 14:13 — Compare Translations
7 translations compared side by side
Odia - 1840
"ଅତଏବ, ୟିଏ ଅନ୍ୟ ଭାଷା ରେ କହୁଛି, ସେ ଯେପରି ତାହା ବୁଝାଇ ପାରିବ, ଏଥିପାଇଁ ପ୍ରାର୍ଥନା କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଯେ ପରଭାଷାରେ କଥା କହେ, ସେ ଯେପରି ଅର୍ଥ କରିପାରେ, ଏଥିନିମନ୍ତେ ପ୍ରାର୍ଥନା କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଯେ ଅଲୌକିକ ଭାଷାରେ କଥା କୁହେ, ସେ ଏହାର ଅର୍ଥ ବ୍ୟାଖ୍ୟା କରିବା ଶକ୍ତି ପାଇବାକୁ ପ୍ରାର୍ଥନା କରୁ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ଯିଏ ଅନ୍ୟ ଭାଷାରେ କହୁଛି, ସେ ଯେପରି ତାହା ବୁଝାଇ ପାରିବ, ଏଥିପାଇଁ ପ୍ରାର୍ଥନା କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଯେ ପରଭାଷାରେ କଥା କହେ, ସେ ଯେପରି ଅର୍ଥ କରିପାରେ, ଏଥିନିମନ୍ତେ ପ୍ରାର୍ଥନା କରୁ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଯେ ପରଭାଷାରେ କଥା କହେ, ସେ ଯେପରି ଅର୍ଥ କରି ପାରେ, ଏଥି ନିମନ୍ତେ ପ୍ରାର୍ଥନା କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್, ವಿಚಿತ್ರ್ ಬಾಶಾನಿ ಬೊಲ್ತಲೊ, ತ್ಯಾ ಬಾಶಾಂಚೊ ಅರ್ಥ್ ಸಾಂಗ್ತಲೊ ವರುಬಿ ಅಪ್ನಾಕ್ ಗಾವುಂದಿತ್ ಮನುನ್ ಮಾಗ್ನೆ ಕರುಂದಿತ್.