1 Corinthians 14:18 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭ ସମସ୍ତଙ୍କ ଅପେକ୍ଷା ଅଧିକ ରୂପେ ବିଭିନ୍ନ ଭାଷାଗୁଡ଼ିକରେ କଥା କହିବାର ଦାନ ପାଇଛି ବୋଲି ପରମେଶ୍ବରଙ୍କୁ ଧନ୍ଯବାଦ ଦେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭ ସମସ୍ତଙ୍କ ଅପେକ୍ଷା ଅଧିକରୂପେ ପରଭାଷାରେ କଥା କହେ ବୋଲି ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଛି, କାରଣ ମୁଁ ତୁମ ସମସ୍ତଙ୍କଠାରେ ଅଧିକ ମାତ୍ରାରେ ଅଲୌକିକ ଭାଷା କହିପାରେ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭ ସମସ୍ତଙ୍କ ଅପେକ୍ଷା ଅଧିକ ରୂପେ ବିଭିନ୍ନ ଭାଷାଗୁଡ଼ିକରେ କଥା କହିବାର ଦାନ ପାଇଛି ବୋଲି ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭ ସମସ୍ତଙ୍କ ଅପେକ୍ଷା ଅଧିକ ରୂପେ ପରଭାଷାରେ କଥା କହେ ବୋଲି ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି;
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭ ସମସ୍ତଙ୍କ ଅପେକ୍ଷା ଅଧିକ ରୂପେ ପରଭାଷାରେ କଥା କହେ ବୋଲି ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಬೊಲ್ತಾಶಿ ತೆಜ್ಯಾನ್ಕಿ ಜಾಸ್ತಿಚ್ಯಾ ಬಾಶಾ ಮಾಕಾ ಯೆತ್ಯಾತ್ ತೆಚೆಸಾಟ್ನಿ ದೆವಾಕ್ ಮಿಯಾ ಧನ್ಯವಾದ್ ದಿತಾ.