1 Corinthians 14:2 — Compare Translations

7 translations compared side by side

Odia - 1840
"ମୁଁ ବୁଝାଇ କହୁଛି: ଯେଉଁ ଲୋକ ବିଭିନ୍ନ ଭାଷା ରେ କଥା କହିବାକୁ ଦାନ ପାଇଛି, ସେ ପ୍ରକୃତ ରେ ମନୁଷ୍ଯର ସହିତ ନୁହେଁ ବରଂ ପରମେଶ୍ବରଙ୍କ ସହିତ କଥାବାର୍ତ୍ତା କରେ। କହେି ହେଲେ ତା'କଥା ବୁଝି ପାରନ୍ତି ନାହିଁ, ସେ ଆତ୍ମାଙ୍କ ଦ୍ବାରା ନିଗୂଢ଼ ବିଷୟ କ ହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେ ପରଭାଷାରେ କଥା କହେ, ସେ ମନୁଷ୍ୟକୁ କଥା କହେ ନାହିଁ, କିନ୍ତୁ ଈଶ୍ଵରଙ୍କୁ କହେ, ଯେଣୁ କେହି ତାହା ବୁଝେ ନାହିଁ, ମାତ୍ର ସେ ଆତ୍ମା ଦ୍ଵାରା ନିଗୂଢ଼ ବିଷୟ କହେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ଅଲୌକିକ ଭାଷାରେ କଥା କହେ, ସେ ମନୁଷ୍ୟ ସହିତ କଥା କହେ ନାହିଁ - ଈଶ୍ୱରଙ୍କ ଉଦ୍ଦେଶ୍ୟରେ କହେ। ତା’ କଥା କେହି ବୁଝି ପାରନ୍ତି ନାହିଁ। ସେ ଆତ୍ମାଙ୍କ ଶକ୍ତିରେ ନିଗୂଢ଼ ତଥ୍ୟସବୁ କହେ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ବୁଝାଇ କହୁଛି: ଯେଉଁ ଲୋକ ବିଭିନ୍ନ ଭାଷାରେ କଥା କହିବାକୁ ଦାନ ପାଇଛି, ସେ ପ୍ରକୃତରେ ମନୁଷ୍ୟର ସହିତ ନୁହେଁ ବରଂ ପରମେଶ୍ୱରଙ୍କ ସହିତ କଥାବାର୍ତ୍ତା କରେ। କେହିହେଲେ ତା’କଥା ବୁଝି ପାରନ୍ତି ନାହିଁ, ସେ ଆତ୍ମାଙ୍କ ଦ୍ୱାରା ନିଗୂଢ଼ ବିଷୟ କହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ ପରଭାଷାରେ କଥା କହେ, ସେ ମନୁଷ୍ୟକୁ କଥା କହେ ନାହିଁ, କିନ୍ତୁ ଈଶ୍ବରଙ୍କୁ କହେ, ଯେଣୁ କେହି ତାହା ବୁଝେ ନାହିଁ, ମାତ୍ର ସେ ପବିତ୍ର ଆତ୍ମା ଦ୍ୱାରା ନିଗୂଢ଼ ବିଷୟ କହେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ ପରଭାଷାରେ କଥା କହେ, ସେ ମନୁଷ୍ୟକୁ କଥା କହେ ନାହିଁ, କିନ୍ତୁ ଈଶ୍ୱରଙ୍କୁ କହେ, ଯେଣୁ କେହି ତାହା ବୁଝେ ନାହିଁ, ମାତ୍ର ସେ ଆତ୍ମା ଦ୍ୱାରା ନିଗୂଢ଼ ବିଷୟ କହେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ದುಸ್ರ್ಯಾ, ದುಸ್ರ್ಯಾ ಬಾಶಾನಿ ಬೊಲ್ತಾ ತೊ ದೆವಾಕ್ಡೆ ಬೊಲ್ತಾ ಸಿವಾಯ್ ಮಾನ್ಸಾಕ್ಡೆ ಬೊಲಿನಾ; ಆತ್ಮ್ಯಾಚ್ಯಾ ವೈನಾ ಪ್ರೆರಿತ್ ಹೊವ್ನ್ ಘುಟಾನ್ ಹೊತ್ತಿ ಸಂಗ್ತಿಯಾ ತೊ ಬೊಲ್ತಾ, ಜಾಲ್ಯಾರ್ಬಿ ತೊ ಬೊಲ್ತಾ ತೆ ಕೊನಾಕ್ಬಿ ಕಳಿನಾ.