1 Corinthians 14:20 — Compare Translations

7 translations compared side by side

Odia - 1840
"ଭାଇ ଓ ଭଉଣୀମାନେ, ବୁଦ୍ଧି ରେ ପିଲାମାନଙ୍କ ପରି ହୁଅନାହିଁ ବରଂ ମନ୍ଦ ବିଷୟ ରେ ଶିଶୁ ପରି ହୁଅ ଓ ବୁଦ୍ଧି ରେ ପୂର୍ଣ୍ଣ ବୟସ୍କ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ-ବୟସ୍କ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ଚିନ୍ତାଧାରାରେ ଶିଶୁ ପରି ହୁଅ ନାହିଁ। ମନ୍ଦ ବିଷୟ ପ୍ରତି ଶିଶୁ ପରି ହୁଅ; କିନ୍ତୁ ବୁଦ୍ଧି ବିଚାରରେ ତୁମ୍ଭେମାନେ ପୂର୍ଣ୍ଣ ବୟସ୍କ ହେବା ଉଚିତ୍।
Odia Bible ERV 2004 (ପବିତ୍ର ବାଇବଲ)
ଭାଇ ଓ ଭଉଣୀମାନେ, ବୁଦ୍ଧିରେ ପିଲାମାନଙ୍କ ପରି ହୁଅ ନାହିଁ ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ ଓ ବୁଦ୍ଧିରେ ପୂର୍ଣ୍ଣ ବୟସ୍କ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ-ବୟସ୍କ ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ- ବୟସ୍କ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾವಾನು ಅನಿ ಭೆನಿಯಾನು, ಪೊರಾಂಚ್ಯಾ ಬುದ್ದಿಚೆ ಹೊವ್ನಕಾಸಿ,ಬುರ್ಶಾಪಾನಾಚ್ಯಾ ವಿಶಯಾತ್ ವಾಡಲ್ಲ್ಯಾ ಪೊರಾಂಚ್ಯಾ ಸಾರ್ಕೆ ಚಿಂತ್ತಲೆ ಹೊವಾ.