1 Corinthians 14:21 — Compare Translations
7 translations compared side by side
Odia - 1840
"ଶାସ୍ତ୍ର ରେ ଲଖାେଅଛି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବ୍ୟବସ୍ଥାରେ ଲେଖାଅଛି, “ପ୍ରଭୁ କହନ୍ତି, ବିଦେଶୀୟ ଭାଷାବାଦୀମାନଙ୍କ ଦ୍ଵାରା ଓ ବିଦେଶୀୟମାନଙ୍କ ମୁଖ ଦ୍ଵାରା ଆମ୍ଭେ ଏହି ଲୋକମାନଙ୍କୁ କଥା କହିବା, ତାହାହେଲେ ସୁଦ୍ଧା ସେମାନେ ଆମ୍ଭର କଥା ଶୁଣିବେ ନାହିଁ ।”
Odia BSI (ପବିତ୍ର ବାଇବଲ (CL) NT (BSI))
ଧର୍ମଶାସ୍ତ୍ରରେ ଲେଖାଅଛି: “ପ୍ରଭୁ କହନ୍ତି, ଅଜଣା ଭାଷା କହୁଥିବା ବିଦେଶୀୟମାନଙ୍କ ମୁଖରେ ମୁଁ ଏହି ଜାତି ସହିତ କଥା କହିବି। ତଥାପି ସେମାନେ ମୋ’ କଥା ଶୁଣିବେ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତ୍ରରେ ଲେଖାଅଛି: “ବିଦେଶୀୟ ଭାଷାବାଦୀମାନଙ୍କ ଦ୍ୱାରା ଓ ବିଦେଶୀୟମାନଙ୍କ ମୁଖ ଦ୍ୱାରା ଆମ୍ଭେ ଏହି ଲୋକମାନଙ୍କୁ କଥା କହିବା, ତଥାପି ଏହି ଲୋକମାନେ ଆମ୍ଭକଥା ଶୁଣିବେ ନାହିଁ।” ଏହା ପରମେଶ୍ୱର କହନ୍ତି
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବ୍ୟବସ୍ଥାରେ ଲେଖାଅଛି, “ପ୍ରଭୁ କହନ୍ତି, ବିଦେଶୀୟ ଭାଷାବାଦୀମାନଙ୍କ ଦ୍ୱାରା ଓ ବିଦେଶୀୟମାନଙ୍କ ମୁଖ ଦ୍ୱାରା ଆମ୍ଭେ ଏହି ଲୋକମାନଙ୍କୁ କଥା କହିବା, ତାହାହେଲେ ସୁଦ୍ଧା ସେମାନେ ଆମ୍ଭର କଥା ଶୁଣିବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ମୋଶାଙ୍କ ବ୍ୟବସ୍ଥାରେ ଲେଖା ଅଛି, "ପ୍ରଭୁ କହନ୍ତି, ବିଦେଶୀୟ ଭାଷାବାଦୀମାନଙ୍କ ଦ୍ୱାରା ଓ ବିଦେଶୀୟମାନଙ୍କ ମୁଖ ଦ୍ୱାରା ଆମ୍ଭେ ଏହି ଲୋକମାନଙ୍କୁ କଥା କହିବା, ତାହାହେଲେ ସୁଦ୍ଧା ସେମାନେ ଆମ୍ଭର କଥା ଶୁଣିବେ ନାହିଁ" ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಖಾಯ್ದ್ಯಾಚ್ಯಾ ಪುಸ್ತಕಾತ್ ಲಿವಲ್ಲೆ ಹಾಯ್, “ದುಸ್ರ್ಯಾ ಬಾಶಾತ್ನಿ ಬೊಲ್ತಲ್ಯಾ ಲೊಕಾಂಚ್ಯಾ ಹೊಟ್ಟಾನಿ ಮಿಯಾ ಹ್ಯಾ ಲೊಕಾಂಚ್ಯಾಕ್ಡೆ ಬೊಲ್ತಾ; ಜಾಲ್ಯಾರ್ಬಿ ತೆನಿ ಮಾಕಾ ಆಯ್ಕಿನಾತ್.” ಮನ್ತಾ ಧನಿ.