1 Corinthians 14:23 — Compare Translations
7 translations compared side by side
Odia - 1840
"ଯଦି ସମସ୍ତ ମଣ୍ଡଳୀ ସମବତେ ହୁଅନ୍ତି ଓ ସମସ୍ତେ ଅନ୍ୟଭାଷା ରେ କଥା କହନ୍ତି, ପୁଣି ସାଧାରଣ ଓ ଅବିଶ୍ବାସୀ ଲୋକମାନେ ଆସନ୍ତି, ସମାନେେ ଯଦି ବୁଝି ନ ପାରନ୍ତି, ତାହାହେଲେ ସମାନେେ ତୁମ୍ଭକୁ ପାଗଳ କହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମଧ୍ୟ ସମସ୍ତ ମଣ୍ତଳୀ ଯଦି ସମବେତ ହୁଏ ଓ ସମସ୍ତେ ପରଭାଷାରେ କଥା କହନ୍ତି, ପୁଣି ସାଧାରଣ ବା ଅବିଶ୍ଵାସୀ ଲୋକମାନେ ଆସନ୍ତି, ତାହାହେଲେ ତୁମ୍ଭେମାନେ ପାଗଳ ବୋଲି କଅଣ ସେମାନେ କହିବେ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ମଣ୍ଡଳୀର ସମସ୍ତେ ଏକତ୍ର ହେଉଥିବା ସମୟରେ ଯଦି ପ୍ରତ୍ୟେକେ ଅଜଣା ଭାଷାରେ କଥା କହନ୍ତି ଓ ସେଠାରେ ସାଧାରଣ ଲୋକେ ବା ଅନ୍ୟ ଧର୍ମାବଲମ୍ବୀମାନେ ଉପସ୍ଥିତ ହୁଅନ୍ତି, ସେମାନେ କଅଣ ମଣ୍ଡଳୀର ସମସ୍ତଙ୍କୁ ପାଗଳ ବୋଲି ମନେ କରିବେ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସମସ୍ତ ମଣ୍ଡଳୀ ସମବେତ ହୁଅନ୍ତି ଓ ସମସ୍ତେ ଅନ୍ୟଭାଷାରେ କଥା କହନ୍ତି, ପୁଣି ସାଧାରଣ ଓ ଅବିଶ୍ୱାସୀ ଲୋକମାନେ ଆସନ୍ତି, ସେମାନେ ଯଦି ବୁଝି ନ ପାରନ୍ତି, ତାହାହେଲେ ସେମାନେ ତୁମ୍ଭକୁ ପାଗଳ କହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମଧ୍ୟ ସମସ୍ତ ମଣ୍ଡଳୀ ଯଦି ସମବେତ ହୁଏ ଓ ସମସ୍ତେ ପରଭାଷାରେ କଥା କହନ୍ତି, ପୁଣି, ସାଧାରଣ ବା ଅବିଶ୍ୱାସୀ ଲୋକମାନେ ଆସନ୍ତି, ତାହାହେଲେ ତୁମ୍ଭେମାନେ ପାଗଳ ବୋଲି କଅଣ ସେମାନେ କହିବେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଆହୁରି ମଧ୍ୟ ସମସ୍ତ ମଣ୍ଡଳୀ ଯଦି ସମବେତ ହୁଏ ଓ ସମସ୍ତେ ପରଭାଷାରେ କଥା କହନ୍ତି, ପୁଣି, ସାଧାରଣ ବା ଅବିଶ୍ୱାସୀ ଲୋକମାନେ ଆସନ୍ତି, ତାହାହେଲେ ତୁମ୍ଭେମାନେ ପାଗଳ ବୋଲି କ'ଣ ସେମାନେ କହିବେ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರ್ಹಾತಾನಾ ಸಗ್ಳೊ ದೆವಾಚ್ಯಾ ಲೊಕಾಂಚೊ ತಾಂಡೊ ಗೊಳಾ ಹೊಲ್ಲ್ಯಾಕ್ಡೆ ಸಗ್ಳೆಬಿ ವಿಚಿತ್ರ್ ಬಾಶಾನಿ ಬೊಲುನ್ ಹಾತ್ ಮನುನ್ ಚಿಂತುವಾ, ಹ್ಯಾ ಎಳಾರ್ ಕೊನ್ಬಿ ಎಕ್ಲೊ ಸಾದೊ ಮಾನುಸ್ ನಾ ಹೊಲ್ಯಾರ್ ವಿಶ್ವಾಸಾತ್ ನಸಲ್ಲೊ ಮಾನುಸ್ ಥೈ ಯೆಲ್ಯಾರ್ ತೊ ತುಮ್ಕಾ ಪಿಶೆ ಲಾಗ್ಲಾ ಮನಿನಸ್ತಾನಾ ರ್ಹಾಯ್ಲ್ ಕಾಯ್?