1 Corinthians 14:25 — Compare Translations

7 translations compared side by side

Odia - 1840
"ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହବେ, ସେଥି ରେ ସେ ମସ୍ତକ ନତକରି ପରମେଶ୍ବର ଯେ ତୁମ୍ଭମାନଙ୍କ ମଧିଅରେ ଅଛନ୍ତି, ଏହା ସ୍ବୀକାର କରି ପରମେଶ୍ବରଙ୍କ ଉପାସନା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏ; ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ଵର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ଵୀକାର କରି ତାହାଙ୍କୁ ପ୍ରଣାମ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତଦ୍ଦ୍ୱାରା ତା’ ପାପ ପ୍ରତି ସେ ସଚେତନ ହୋଇ ପାରିବ; ତା’ ହୃଦୟର ଗୁପ୍ତ ବିଷୟସବୁ ଉଦ୍ଘାଟିତ ହେବ; ସେ ଈଶ୍ୱରଙ୍କ ନିକଟରେ ପ୍ରଣିପାତ କରି ତାଙ୍କର ଆରାଧନା କରିବ ଏବଂ ଘୋଷଣା କରିବ: “ପ୍ରକୃତରେ ଈଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଉପସ୍ଥିତ!”
Odia Bible ERV 2004 (ପବିତ୍ର ବାଇବଲ)
ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହେବ, ସେଥିରେ ସେ ମସ୍ତକ ନତକରି ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ପରମେଶ୍ୱରଙ୍କ ଉପାସନା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏ; ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ବର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ତାହାଙ୍କୁ ପ୍ରଣାମ କରିବ।
Odia IRV 2017 (ଓଡିଆ ବାଇବେଲ)
ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏ; ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ୱର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ତାହାଙ୍କୁ ପ୍ରଣାମ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ಭುತ್ತುರ್‍ಲ್ಯಾ ಮನಾತ್ಲೆ ಘುಟ್ ದಿಸುನ್ ಯೆತಾ ತನ್ನಾ ತೊ ಡಬ್ಬ್ ಪಡುನ್ ದೆವಾಕ್ ಆರಾದನ್ ಕರ್‍ತಾ “ದೆವ್ ಖರೆಚ್ ತುಮ್ಚ್ಯಾ ಮದ್ದಿ ಹಾಯ್!” ಮನುನ್ ಪ್ರಚಾರ್ ಕರ್‍ತಾ.