1 Corinthians 14:26 — Compare Translations
7 translations compared side by side
Odia - 1840
"ତା' ହେଲେ, ଭାଇ (ଓ ଭଉଣୀ)ମାନେ, ତୁମ୍ଭେ କ'ଣ କରିବା ଉଚିତ୍? ତୁମ୍ଭେ ଯେତବେେଳେ ଏକାଠି ହେଉଛି, ତୁମ୍ଭମାନଙ୍କ ମଧିଅରେ କହେି ଗୀତ ବା ଶିକ୍ଷା ବା ପରମେଶ୍ବରଙ୍କ ନୂତନ ସତ୍ଯ, ଅନ୍ୟଭାଷା ବା ଭାଷାର ଅର୍ଥ କହିଥାଏ। ସମସ୍ତ ବିଷୟ ମଣ୍ଡଳୀର ନିଷ୍ଠା ନିମନ୍ତେ କରାଯାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ତେବେ କର୍ତ୍ତବ୍ୟ କଅଣ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି । ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ତୁମ୍ଭମାନଙ୍କୁ ମୋର କହିବାର ଉଦ୍ଦେଶ୍ୟ; ଉପାସନା କରିବା ନିମନ୍ତେ ସମବେତ ହେବା ସମୟରେ କେହି ଜଣେ ଗୀତ ଗାଉ, ଆଉ ଜଣେ ଶିକ୍ଷା ଦେଉ, କେହି ଜଣେ ଈଶ୍ୱରଙ୍କ ପ୍ରତ୍ୟାଦେଶ ପ୍ରକାଶ କରୁ, ଆଉ ଜଣେ ଅଲୌକିକ ଭାଷାରେ କଥା କହୁ ଏବଂ ଆଉ କେହି ଏହି ଅଜଣା ଭାଷାର ଅର୍ଥ ବୁଝାଇ ଦେଉ। ଏହିସବୁ ମଣ୍ଡଳୀର ପୁଷ୍ଟିସାଧନ ନିମନ୍ତେ କରାଯିବା ଆବଶ୍ୟକ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ସଭାଗୁଡ଼ିକ ମଣ୍ଡଳୀକୁ ସାହାଯ୍ୟ କରିବା ଉଚିତ୍ ତା’ହେଲେ, ଭାଇ ଓ ଭଉଣୀମାନେ, ତୁମ୍ଭେ କ’ଣ କରିବା ଉଚିତ୍? ତୁମ୍ଭେ ଯେତେବେଳେ ଏକାଠି ହେଉଛି, ତୁମ୍ଭମାନଙ୍କ ମଧ୍ୟରେ କେହି ଗୀତ ବା ଶିକ୍ଷା ବା ପରମେଶ୍ୱରଙ୍କ ନୂତନ ସତ୍ୟ, ଅନ୍ୟଭାଷା ବା ଭାଷାର ଅର୍ଥ କହିଥାଏ। ସମସ୍ତ ବିଷୟ ମଣ୍ଡଳୀର ନିଷ୍ଠା ନିମନ୍ତେ କରାଯାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ତେବେ କର୍ତ୍ତବ୍ୟ କଅଣ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି। ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ତେବେ କର୍ତ୍ତବ୍ୟ କ'ଣ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି । ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊಲ್ಯಾರ್ ಭಾವಾನು ಅನಿ ಭೆನಿಯಾನು, ಅತ್ತಾ ಕಾಯ್ ಸಾಂಗು? ತುಮಿ ಎಕಾಕ್ಡೆ ಗೊಳಾ ಹೊಲ್ಲ್ಯಾ ತನ್ನಾ, ಎಕ್ಲ್ಯಾನ್ ಎಕ್ ಗಿತ್ ಗಾವುಕ್ ಹೊತಾ ನಾ ಹೊಲ್ಯಾರ್ ಶಿಕಾಪ್ ದಿವ್ಕ್ ಹೊತಾ, ಎಕ್ ಕಾಯ್ತರ್ ಸೊಡ್ಸುನ್ ಸಾಂಗುಕ್ ಹೊತಾ, ನಾ ಹೊಲ್ಯಾರ್ ವಿಚಿತ್ರ್ ಬಾಶೆತ್ ಬೊಲುಕ್ ಹೊತಾ, ನಾ ಹೊಲ್ಯಾರ್ ವಿಚಿತ್ರ್ ಬಾಶೆಚೊ ಅರ್ಥ್ ಸಾಂಗುಕ್ ಹೊತಾ, ಖರೆ ಹೆ ಸಗ್ಳೆ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಚ್ಯಾ ವಾಡಾವಳಿಸಾಟ್ನಿ ಕರುಕ್ ಬಗಾ.