1 Corinthians 14:29 — Compare Translations
7 translations compared side by side
Odia - 1840
"ଆହୁରି ମଧ୍ଯ କବଳେ ଦୁଇ ବା ତିନିଜଣ, ଭାବବାଦୀ କହିବା ଉଚିତ୍। ଅନ୍ୟମାନେ ସମାନେେ ଯାହା କହୁଛନ୍ତି, ସଗେୁଡ଼ିକୁ ପରୀକ୍ଷା କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଦୁଇ ବା ତିନି ଜଣ ଭାବବାଣୀ କହନ୍ତୁ, ପୁଣି ଅନ୍ୟମାନେ ବିଚାର କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦୁଇ ବା ତିନି ଜଣ ଈଶ୍ୱରଙ୍କ ବାର୍ତ୍ତା ପରିବେଷଣ କରନ୍ତୁ, ଅନ୍ୟମାନେ ତାହା ବିଚାର କରି ଦେଖନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ମଧ୍ୟ କେବଳ ଦୁଇ ବା ତିନି ଜଣ, ଭାବବାଦୀ କହିବା ଉଚିତ୍। ଅନ୍ୟମାନେ ସେମାନେ ଯାହା କହୁଛନ୍ତି, ସେଗୁଡ଼ିକୁ ପରୀକ୍ଷା କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଦୁଇ ବା ତିନି ଜଣ ଭାବବାଣୀ କହନ୍ତୁ, ପୁଣି, ଅନ୍ୟମାନେ ବିଚାର କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଦୁଇ ବା ତିନି ଜଣ ଭାବବାଣୀ କହନ୍ତୁ, ପୁଣି, ଅନ୍ୟମାନେ ବିଚାର କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರವಾದ್ ಕರುನ್ ಬೊಲ್ತಲೆ ರ್ಹಾಲ್ಯಾರ್, ದೊಗಾ ನಾ ಹೊಲ್ಯಾರ್ ತಿಗಾ ರ್ಹಾಂವ್ದಿತ್ ಅನಿ ಹುರಲ್ಲೆ ತೆನಿ ಸಾಂಗಲ್ಲೆ ತಪಾಸುನ್ ಬಗುಂದಿತ್.