1 Corinthians 14:3 — Compare Translations
7 translations compared side by side
Odia - 1840
"କିନ୍ତୁ ୟିଏ ଭାବବାଣୀ କ ହେ, ସେ ଲୋକମାନଙ୍କୁ ଦୃଢ଼ତା, ଉତ୍ସାହ ଓ ସାନ୍ତ୍ବନାର କଥା କ ହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁଯେ ଭାବବାଣୀ କହେ, ସେ ମନୁଷ୍ୟମାନଙ୍କୁ ନିଷ୍ଠା, ଉତ୍ସାହ ଓ ସାନ୍ତ୍ଵନାଜନକ କଥା କହେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯେ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରେ, ସେ ତାହା ଲୋକମାନଙ୍କୁ କହେ, ତଦ୍ଦ୍ୱାରା ସେମାନଙ୍କୁ ସାହାଯ୍ୟ, ଉତ୍ସାହ ଓ ସାନ୍ତ୍ୱନା ଦେଇଥାଏ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯିଏ ଭାବବାଣୀ କହେ, ସେ ଲୋକମାନଙ୍କୁ ଦୃଢ଼ତା, ଉତ୍ସାହ ଓ ସାନ୍ତ୍ୱନାର କଥା କହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେ ଭାବବାଣୀ କହେ, ସେ ମନୁଷ୍ୟମାନଙ୍କୁ ନିଷ୍ଠା, ଉତ୍ସାହ ଓ ସାନ୍ତ୍ୱନାଜନକ କଥା କହେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେ ଭାବବାଣୀ କହେ, ସେ ମନୁଷ୍ୟମାନଙ୍କୁ ନିଷ୍ଠା, ଉତ୍ସାହ ଓ ସାନ୍ତ୍ୱନାଜନକ କଥା କହେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪ್ರವಾದ್ ಕರುನ್ ಬೊಲ್ತಾ ತೊ ಮಾನ್ಸಾಂಚ್ಯಾ ಕಡೆ ಬೊಲ್ತಾ; ತೊ ತೆಂಕಾ ಧನಿಯಾತ್ ವಾಡುಸಾಟ್ನಿ ಪ್ರವಾದ್, ಉಮ್ಮೆದ್ ಅನಿ ಸಮಾಧಾನ್ ಸಾಂಗ್ತಾ.