1 Corinthians 14:30 — Compare Translations

7 translations compared side by side

Odia - 1840
"ଯଦି ସଠାେରେ ବସିଥିବା ଜଣେ ଲୋକ ପରମେଶ୍ବରଙ୍କଠାରୁ ଏକ ନୂତନ ସତ୍ଯ ପାଏ, ତା' ହେଲେ ପ୍ରଥମ ବକ୍ତା ଚୁପ୍ ହାଇଯେିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଉପବିଷ୍ଟ ଅନ୍ୟ କାହାରି ପ୍ରତି ଯଦି କୌଣସି ବାକ୍ୟ ପ୍ରକାଶିତ ହୁଏ, ତାହାହେଲେ ପ୍ରଥମ ଜଣକ ନୀରବ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଉପାସନାରେ ଉପସ୍ଥିତ ଥିବା କେହି ଯଦି ହଠାତ୍ ଈଶ୍ୱରଙ୍କଠାରୁ କୌଣସି ବାର୍ତ୍ତା ପାଆନ୍ତି, ତେବେ ଭାଷଣ ଦେଉଥିବା ବ୍ୟକ୍ତି ତାଙ୍କ ବକ୍ତବ୍ୟ ସ୍ଥଗିତ ରଖନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେଠାରେ ବସିଥିବା ଜଣେ ଲୋକ ପରମେଶ୍ୱରଙ୍କଠାରୁ ଏକ ନୂତନ ସତ୍ୟ ପାଏ, ତା’ହେଲେ ପ୍ରଥମ ବକ୍ତା ଚୁପ୍ ହୋଇଯିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଉପବିଷ୍ଟ ଅନ୍ୟ କାହାରି ପ୍ରତି ଯଦି କୌଣସି ବାକ୍ୟ ପ୍ରକାଶିତ ହୁଏ, ତାହାହେଲେ ପ୍ରଥମ ଜଣକ ନୀରବ ହେଉ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଉପବିଷ୍ଟ ଅନ୍ୟ କାହାରି ପ୍ରତି ଯଦି କୌଣସି ବାକ୍ୟ ପ୍ରକାଶିତ ହୁଏ, ତାହାହେଲେ ପ୍ରଥମ ଜଣକ ନୀରବ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಬಸುನ್ ಹೊತ್ತ್ಯಾಂಚ್ಯಾ ಭುತ್ತುರ್‍ಲ್ಯಾ ಎಕ್ಲ್ಯಾಕ್ ಕಾಯ್ಬಿ ದಿಸುನ್ ಯೆಲ್ಯಾರ್, ಬೊಲುನ್ಗೆತ್ ಹೊತ್ತೊ ಗಪ್ ರಾಂವ್ದಿತ್.