1 Corinthians 14:31 — Compare Translations
7 translations compared side by side
Odia - 1840
"ଏହିପରି ତୁମ୍ଭମାନେେ ସମସ୍ତେ ଜଣକପରେ ଜଣେ ଭାବବାଣୀ କହି ପାରିବ। ସପରେି ହେଲେ, ସମସ୍ତେ ଶିଖି ପାରିବେ ଓ ଉତ୍ସାହିତ ହାଇେ ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେପରି ସମସ୍ତେ ଶିକ୍ଷା ପାଆନ୍ତି, ପୁଣି ସମସ୍ତେ ଚେତନା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ସମସ୍ତେ ଜଣ ଜଣ କରି ଭାବବାଣୀ କହି ପାର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତଙ୍କର ଶିକ୍ଷା ଓ ପ୍ରେରଣା ନିମନ୍ତେ ସମସ୍ତେ ଜଣକ ପରେ ଜଣେ ଈଶ୍ୱରଙ୍କ ବାର୍ତ୍ତା ପ୍ରଚାର କରିପାର।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ତୁମ୍ଭେମାନେ ସମସ୍ତେ ଜଣକପରେ ଜଣେ ଭାବବାଣୀ କହି ପାରିବ। ସେପରି ହେଲେ, ସମସ୍ତେ ଶିଖି ପାରିବେ ଓ ଉତ୍ସାହିତ ହୋଇ ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେପରି ସମସ୍ତେ ଶିକ୍ଷା ପାଆନ୍ତି, ପୁଣି, ସମସ୍ତେ ଚେତନା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ସମସ୍ତେ ଜଣ ଜଣ କରି ଭାବବାଣୀ କହିପାର।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେପରି ସମସ୍ତେ ଶିକ୍ଷା ପାଆନ୍ତି, ପୁଣି, ସମସ୍ତେ ଚେତନା ପ୍ରାପ୍ତ ହୁଅନ୍ତି, ଏଥି ନିମନ୍ତେ ତୁମ୍ଭେମାନେ ସମସ୍ତେ ଜଣ ଜଣ କରି ଭାବବାଣୀ କହିପାର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಸಗ್ಳೆ ಜಾನಾಬಿ ಪ್ರವಾದ್ ಕರುನ್ ಬೊಲುಕ್ ಹೊತಾ, ಖರೆ ಪಾಳಿ ಲಾವ್ನ್ ಎಕ್ ಎಕ್ಲ್ಯಾನಿಚ್ ಬೊಲುಚೆ ಹೆಚ್ಯಾ ವೈನಾ ಸಗ್ಳ್ಯಾಕ್ನಿ ಶಿಕಾಪ್ ಅನಿ ಉಮ್ಮೆದ್ ಜೊಡುನ್ ಘೆವ್ಕ್ ಅವಕಾಸ್ ಗಾವ್ತಾ.