1 Corinthians 14:35 — Compare Translations

7 translations compared side by side

Odia - 1840
"ଯଦି ସ୍ତ୍ରୀ ମାନଙ୍କର କିଛି ଜାଣିବାକୁ ଇଚ୍ଛା ଥାଏ, ତା' ହେଲେ ସମାନେେ ନିଜ ସ୍ବାମୀଙ୍କୁ ଘ ରେ ପଚାରି ବୁଝି ପାରିବେ। ମଣ୍ଡଳୀ ସଭା ରେ ସ୍ତ୍ରୀ ଲୋକମାନଙ୍କ ପେଛ କିଛି କହିବା ଲଜ୍ଜାଜନକ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଯଦି କୌଣସି ବିଷୟ ବୁଝିବାକୁ ଇଚ୍ଛା କରନ୍ତି, ତେବେ ଘରେ ଆପଣା ଆପଣା ସ୍ଵାମୀମାନଙ୍କୁ ପଚାରନ୍ତୁ, କାରଣ ମଣ୍ତଳୀ ମଧ୍ୟରେ କଥା କହିବା ସ୍ତ୍ରୀଲୋକ ପକ୍ଷରେ ଲଜ୍ଜାଜନକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ କୌଣସି ବିଷୟ ବୁଝିବାକୁ ଚାହିଁଲେ, ଘରକୁ ଫେରି ନିଜ ସ୍ୱାମୀଙ୍କୁ ପଚାରନ୍ତୁ। କାରଣ ମଣ୍ଡଳୀରେ କଥା କହିବା, ନାରୀମାନଙ୍କ ପକ୍ଷରେ ଲଜ୍ଜାଜନକ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସ୍ତ୍ରୀମାନଙ୍କର କିଛି ଜାଣିବାକୁ ଇଚ୍ଛା ଥାଏ, ତା’ହେଲେ ସେମାନେ ନିଜ ସ୍ୱାମୀଙ୍କୁ ଘରେ ପଗ୍ଭରି ବୁଝି ପାରିବେ। ମଣ୍ଡଳୀ ସଭାରେ ସ୍ତ୍ରୀଲୋକମାନଙ୍କ ପଛେ କିଛି କହିବା ଲଜ୍ଜାଜନକ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଯଦି କୌଣସି ବିଷୟ ବୁଝିବାକୁ ଇଚ୍ଛା କରନ୍ତି, ତେବେ ଘରେ ଆପଣା ଆପଣା ସ୍ୱାମୀମାନଙ୍କୁ ପଚାରନ୍ତୁ, କାରଣ ମଣ୍ଡଳୀ ମଧ୍ୟରେ କଥା କହିବା ସ୍ତ୍ରୀଲୋକ ପକ୍ଷରେ ଲଜ୍ଜାଜନକ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଯଦି କୌଣସି ବିଷୟ ବୁଝିବାକୁ ଇଚ୍ଛା କରନ୍ତି, ତେବେ ଘରେ ଆପଣା ଆପଣା ସ୍ୱାମୀମାନଙ୍କୁ ପଚାରନ୍ତୁ, କାରଣ ମଣ୍ଡଳୀ ମଧ୍ୟରେ କଥା କହିବା ସ୍ତ୍ରୀଲୋକ ପକ୍ଷରେ ଲଜ୍ଜାଜନକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜಾಸ್ತಿಚೆ ಕಾಯ್ಬಿ ಕಳ್ವುನ್ ಘೆವ್ಕ್ ತೆಂಕಾ ಮನ್‍ ರ್‍ಹಾಲ್ಯಾರ್, ಘರಾತ್ ಅಪ್ನಾಚ್ಯಾ ಘೊವಾಕ್ಡೆ ತೆನಿ ಇಚಾರುಂದಿತ್; ಕಶ್ಯಾಕ್ ಮಟ್ಲ್ಯಾರ್, ಎಕ್ ಬಾಯ್ಕೊಮನ್ಸಿನ್ ಲೊಕಾ ಗೊಳಾ ಹೊತಲ್ಯಾ ಜಾಗ್ಯಾರ್ ಬೊಲ್ತಲೆ ಮರ್ಯಾದಿಚೆ ನ್ಹಯ್.