1 Corinthians 14:36 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ବାକ୍ଯ କ'ଣ ତୁମ୍ଭମାନଙ୍କଠାରୁ ଆସିଥିଲା କି? ନା। ଅଥବା ସହେି ବାକ୍ଯ କ'ଣ କବଳେ ତୁମ୍ଭମାନଙ୍କ ପାଖ ରେ ପହଞ୍ଚିଥିଲା? ନା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କଅଣ? ଈଶ୍ଵରଙ୍କ ବାକ୍ୟ କି ତୁମ୍ଭମାନଙ୍କଠାରୁ ବାହାରିଅଛି? ଅବା କେବଳ ତୁମ୍ଭମାନଙ୍କ ନିକଟକୁ ଆସିଅଛି?
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ବାକ୍ୟ କଅଣ ତୁମ୍ଭମାନଙ୍କ ମଧ୍ୟରୁ ଉତ୍ପନ୍ନ ହୋଇଥିଲା ଅଥବା ଏହା କ’ଣ କେବଳ ତୁମ୍ଭମାନଙ୍କ ନିକଟକୁ ଆସିଥିଲା?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ବାକ୍ୟ କ’ଣ ତୁମ୍ଭମାନଙ୍କଠାରୁ ଆସିଥିଲା କି? ନା। ଅଥବା ସେହି ବାକ୍ୟ କ’ଣ କେବଳ ତୁମ୍ଭମାନଙ୍କ ପାଖରେ ପହଞ୍ଚିଥିଲା? ନା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କଅଣ? ଈଶ୍ବରଙ୍କ ବାକ୍ୟ କି ତୁମ୍ଭମାନଙ୍କଠାରୁ ବାହାରିଅଛି? ଅବା କେବଳ ତୁମ୍ଭମାନଙ୍କ ନିକଟକୁ ଆସିଅଛି?
Odia IRV 2017 (ଓଡିଆ ବାଇବେଲ)
କ'ଣ? ଈଶ୍ୱରଙ୍କ ବାକ୍ୟ କି ତୁମ୍ଭମାନଙ୍କଠାରୁ ବାହାରିଅଛି? ଅବା କେବଳ ତୁମ୍ଭମାନଙ୍କ ନିକଟକୁ ଆସିଅଛି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾಂಗಾ ಮಾಕಾ ದೆವಾಚಿ ಗೊಸ್ಟ್ ತುಮ್ಚ್ಯಾಕ್ನಾ, ನಾಹೊಲ್ಯಾರ್ ತುಮ್ಕಾ ಯೆವ್ಡೆಚ್ ತಿ ಯೆವ್ನ್ ಪಾವ್ಲಾ ಕಾಯ್?