1 Corinthians 14:39 — Compare Translations
7 translations compared side by side
Odia - 1840
"ଅତଏବ, ମାେ ଭାଇ ଓ ଭଉଣୀମାନେ! ତୁମ୍ଭମାନେେ ଭବିଷ୍ଯଦ୍ ବାଣୀ କହିବା ପାଇଁ ଏକାନ୍ତ ଚେଷ୍ଟା କର। କିନ୍ତୁ ବିଭିନ୍ନ ଭାଷା ରେ କହିବାକୁ ଅନ୍ୟମାନଙ୍କୁ ବାଧା ଦିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ହେ ମୋହର ଭାଇମାନେ, ଭାବବାଣୀ କହିବାକୁ ଏକା; ଚେଷ୍ଟା କରୁ; ପୁଣି, ପରଭାଷାରେ କଥା କହିବାକୁ ମନା ନ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଭାଇମାନେ, ଈଶ୍ୱରଙ୍କ ବାର୍ତ୍ତା ପ୍ରଚାର କରିବା ପାଇଁ ଆଗ୍ରହାନ୍ୱିତ ହୁଅ। କିନ୍ତୁ ଅଲୌକିକ ଭାଷାରେ କଥା କହିବା ପାଇଁ କାହାକୁ ନିଷେଧ କର ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ମୋ’ ଭାଇ ଓ ଭଉଣୀମାନେ! ତୁମ୍ଭେମାନେ ଭବିଷ୍ୟଦ୍ବାଣୀ କହିବା ପାଇଁ ଏକାନ୍ତ ଚେଷ୍ଟା କର। କିନ୍ତୁ ବିଭିନ୍ନ ଭାଷାରେ କହିବାକୁ ଅନ୍ୟମାନଙ୍କୁ ବାଧା ଦିଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ହେ ମୋହର ଭାଇମାନେ, ଭାବବାଣୀ କହିବାକୁ ଏକାନ୍ତ ଚେଷ୍ଟା କର; ପୁଣି, ପରଭାଷାରେ କଥା କହିବାକୁ ମନା ନ କର।
Odia IRV 2017 (ଓଡିଆ ବାଇବେଲ)
ଏଣୁ ହେ ମୋହର ଭାଇମାନେ, ଭାବବାଣୀ କହିବାକୁ ଏକାନ୍ତ ଚେଷ୍ଟା କର; ପୁଣି, ପରଭାଷାରେ କଥା କହିବାକୁ ମନା ନ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ಭಾವಾನು ಅನಿ ಭೆನಿಯಾನು, ಪ್ರವಾದ್ ಕರುನ್ ಬೊಲ್ತಲ್ಯಾ ವರುಚಿ ಆಶಾ ಕರಾ ಅನಿ ವಿಚಿತ್ರ್ ಬಾಶಾನಿ ಬೊಲ್ತಲ್ಯಾಕ್ನಿ ಅಡ್ವುನಕಾಶಿ.