1 Corinthians 14:4 — Compare Translations

7 translations compared side by side

Odia - 1840
"ଯେଉଁଲୋକକୁ ବିଭିନ୍ନ ଭାଷା ରେ କହିବା ଶକ୍ତି ପ୍ରାପ୍ତ ହାଇେଛି, ସେ ନିଜକୁ ନିଷ୍ଠା ଜନ୍ମାଏ; କିନ୍ତୁ ଯେଉଁଲୋକ ଭାବବାଣୀ କ ହେ, ସେ ମଣ୍ଡଳୀର ନିଷ୍ଠା ଜନ୍ମାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ପରଭାଷାରେ କଥା କହେ, ସେ ନିଜର ନିଷ୍ଠା ଜନ୍ମାଏ, କିନ୍ତୁ ଯେ ଭାବବାଣୀ କହେ, ସେ ମଣ୍ତଳୀର ନିଷ୍ଠା ଜନ୍ମାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ଅଲୌକିକ ଭାଷାରେ କଥା କହେ, ସେ କେବଳ ନିଜ ପାଇଁ ତାହା କରେ; କିନ୍ତୁ ଯେ ଈଶ୍ୱରଙ୍କ ବାକ୍ୟ ପରିବେଷଣ କରେ, ସେ ସମସ୍ତ ମଣ୍ଡଳୀକୁ ସାହାଯ୍ୟ କରେ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକକୁ ବିଭିନ୍ନ ଭାଷାରେ କହିବା ଶକ୍ତି ପ୍ରାପ୍ତ ହୋଇଛି, ସେ ନିଜକୁ ନିଷ୍ଠା ଜନ୍ମାଏ; କିନ୍ତୁ ଯେଉଁ ଲୋକ ଭାବବାଣୀ କହେ, ସେ ମଣ୍ଡଳୀର ନିଷ୍ଠା ଜନ୍ମାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ପରଭାଷାରେ କଥା କହେ, ସେ ନିଜର ନିଷ୍ଠା ଜନ୍ମାଏ, କିନ୍ତୁ ଯେ ଭାବବାଣୀ କହେ, ସେ ମଣ୍ଡଳୀର ନିଷ୍ଠା ଜନ୍ମାଏ।
Odia IRV 2017 (ଓଡିଆ ବାଇବେଲ)
ଯେ ପରଭାଷାରେ କଥା କହେ, ସେ ନିଜର ନିଷ୍ଠା ଜନ୍ମାଏ, କିନ୍ତୁ ଯେ ଭାବବାଣୀ କହେ, ସେ ମଣ୍ଡଳୀର ନିଷ୍ଠା ଜନ୍ମାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರ್ಯಾ, ದುಸ್ರ್ಯಾ ಬಾಶಾನ್ ಬೊಲ್ತಾ ತೊ ಅಪ್ನಾಕುಚ್ ಪ್ರಚಾರ್ ಕರ್‍ತಾ; ಖರೆ ಪ್ರವಾದ್ ಕರುನ್ ಬೊಲ್ತಾ ತೊ ಸಗ್ಳ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ ವಾಡ್ವುಕ್ ಮಜತ್ ಕರ್‍ತಾ.