1 Corinthians 14:40 — Compare Translations
7 translations compared side by side
Odia - 1840
" ପ୍ରେତ୍ୟକକ କାମ ଠିକ୍ ଭାବରେ ଓ କ୍ରମାନୁସା ରେ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସମସ୍ତ ବିଷୟ ବିହିତମତେ ଓ ସୁଧାରାନୁସାରେ କରାଯାଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତ କାର୍ଯ୍ୟ ଯଥାର୍ଥ ଭାବରେ ଓ ଶୃଙ୍ଖଳାର ସହିତ କରାଯିବା ଆବଶ୍ୟକ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ କାମ ଠିକ୍ ଭାବରେ ଓ କ୍ରମାନୁସାରେ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସମସ୍ତ ବିଷୟ ସୁନ୍ଦରତାରେ ଓ ଶୃଙ୍ଖଳତାନୁସାରେ କରାଯାଉ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସମସ୍ତ ବିଷୟ ସୁନ୍ଦରତାରେ ଓ ଶୃଙ୍ଖଳତାନୁସାରେ କରାଯାଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಹೆ ಸಗ್ಳೆ ಮರ್ಯಾದಿನ್ ಅನಿ ಸಮಾ ರಿತಿನ್ ಹೊಂವ್ದಿತ್.