1 Corinthians 14:5 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ସମସ୍ତେ ଅନକେ ଗୁଡ଼ିଏ ଭାଷା କୁହ, ଏହା ମୁଁ ଇଚ୍ଛା କରେ, କିନ୍ତୁ ତୁମ୍ଭମାନେେ ଯେ ଭାବବାଣୀ କୁହ, ଏହା ମାହେର ଅଧିକ ଇଚ୍ଛା। ଯେଉଁଲୋକ ଭାବବାଣୀ କ ହେ, ସେ ବିଭିନ୍ନ ଭାଷା କହି ପାରିବା ଲୋକଠାରୁ ଶ୍ ରେଷ୍ଠ। କିନ୍ତୁ ସେ ଯଦି ସହେି ଭାଷାଗୁଡ଼ିକର ଅର୍ଥ କରିପାରୁଥିବ ତବେେ ସେ ଭାବବାଣୀ କହୁଥିବା ଲୋକ ସହିତ ସମାନ। ଏହାଦ୍ବାରା ମଣ୍ଡଳୀକୁ ସାହାୟ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସମସ୍ତେ ଯେ ପରଭାଷାରେ କଥା କୁହ, ଏହା ମୋହର ଇଚ୍ଛା, କିନ୍ତୁ ତୁମ୍ଭେମାନେ ଯେ ଭାବବାଣୀ କୁହ, ଏହା ମୋହର ଅଧିକ ଇଚ୍ଛା; ଯେ ପରଭାଷାରେ କଥା କହେ, ସେ ଯଦି ମଣ୍ତଳୀର ନିଷ୍ଠା ପ୍ରାପ୍ତି ନିମନ୍ତେ ଭାଷାର ଅର୍ଥ ନ କରେ, ତେବେ ତାହା ଅପେକ୍ଷା ଯେ ଭାବବାଣୀ କହେ, ସେ ଶ୍ରେଷ୍ଠ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ସମସ୍ତେ ଅଲୌକିକ ଭାଷାରେ କଥା କହିଲେ, ମୁଁ ଖୁସି ହେବି, କିନ୍ତୁ ମୁଁ ଚାହେଁ, ତୁମ୍ଭେମାନେ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରିବା ପାଇଁ ଶକ୍ତି ପାଅ। ଅଲୌକିକ ଭାଷାରେ କଥା କହିବା, ମଣ୍ଡଳୀ ପାଇଁ ଉପାଦେୟ ହେବ; ଯଦି କେହି ତା’ର ଅର୍ଥ ବ୍ୟାଖ୍ୟା କରି ବୁଝାଇ ଦିଏ, ନଚେତ୍ ଅଲୌକିକ ଭାଷାରେ କଥା କହିବାଠାରୁ ଈଶ୍ୱରଙ୍କ ବାର୍ତ୍ତା ପ୍ରଚାର କରିବା ଶ୍ରେଷ୍ଠତର।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସମସ୍ତେ ଅନେକ ଗୁଡ଼ିଏ ଭାଷା କୁହ, ଏହା ମୁଁ ଇଚ୍ଛା କରେ, କିନ୍ତୁ ତୁମ୍ଭେମାନେ ଯେ ଭାବବାଣୀ କୁହ, ଏହା ମୋହର ଅଧିକ ଇଚ୍ଛା। ଯେଉଁ ଲୋକ ଭାବବାଣୀ କହେ, ସେ ବିଭିନ୍ନ ଭାଷା କହି ପାରିବା ଲୋକଠାରୁ ଶ୍ରେଷ୍ଠ। କିନ୍ତୁ ସେ ଯଦି ସେହି ଭାଷାଗୁଡ଼ିକର ଅର୍ଥ କରି ପାରୁଥିବ ତେବେ ସେ ଭାବବାଣୀ କହୁଥିବା ଲୋକ ସହିତ ସମାନ। ଏହା ଦ୍ୱାରା ମଣ୍ଡଳୀକୁ ସାହାଯ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସମସ୍ତେ ଯେ ପରଭାଷାରେ କଥା କୁହ, ଏହା ମୋହର ଇଚ୍ଛା, କିନ୍ତୁ ତୁମ୍ଭେମାନେ ଯେ ଭାବବାଣୀ କୁହ, ଏହା ମୋହର ଅଧିକ ଇଚ୍ଛା; ଯେ ପରଭାଷାରେ କଥା କହେ, ସେ ଯଦି ମଣ୍ଡଳୀର ନିଷ୍ଠା ପ୍ରାପ୍ତି ନିମନ୍ତେ ଭାଷାର ଅର୍ଥ ନ କରେ, ତେବେ ତାହା ଅପେକ୍ଷା ଯେ ଭାବବାଣୀ କହେ, ସେ ଶ୍ରେଷ୍ଠ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସମସ୍ତେ ଯେ ପରଭାଷାରେ କଥା କୁହ, ଏହା ମୋହର ଇଚ୍ଛା, କିନ୍ତୁ ତୁମ୍ଭେମାନେ ଯେ ଭାବବାଣୀ କୁହ, ଏହା ମୋହର ଅଧିକ ଇଚ୍ଛା; ଯେ ପରଭାଷାରେ କଥା କହେ, ସେ ଯଦି ମଣ୍ଡଳୀର ନିଷ୍ଠା ପ୍ରାପ୍ତି ନିମନ୍ତେ ଭାଷାର ଅର୍ଥ ନ କରେ, ତେବେ ତାହା ଅପେକ୍ଷା ଯେ ଭାବବାଣୀ କହେ, ସେ ଶ୍ରେଷ୍ଠ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಸಗ್ಳ್ಯಾನಿಬಿ ವಿಚಿತ್ರ್ ಬಾಶಾನಿ ಬೊಲ್ಲ್ಯಾರ್‌ಬಿ ಮಾಕಾ ಲೈ ಖುಶಿ; ಜಾಲ್ಯಾರ್ಬಿ ತ್ಯಾ ಲೊಕಾಕ್ನಿ ಜಾಸ್ತಿ ತುಮಿ ಪ್ರವಾದ್ ಕರುನ್ ಬೊಲುಚೆ ಮನ್ತಲಿ ಮಾಜಿ ಆಶಾ. ಕಶ್ಯಾಕ್ ಮಟ್ಲ್ಯಾರ್ ಪ್ರವಾದ್ ಕರುನ್ ಬೊಲ್ತಾ ತೊ ವಿಚಿತ್ರ್ ಬಾಶಾತ್ನಿ ಬೊಲ್ತಲ್ಯಾಚ್ಯಾನ್ಕಿ ಕವ್ಡೆಕಿ ಬರೊ, ಖರೆ ವಿಚಿತ್ರ್ ಬಾಶಾನ್ ಬೊಲ್ತಾ ತೊ ಅಪ್ನಿ ಬೊಲಲ್ಯಾಚೊ ಅರ್ಥ್ ಸಾಂಗುನ್ ಸಗ್ಳ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ ಪ್ರಚಾರ್ ಕರ್‍ತಾ ಹೊಲ್ಯಾರ್, ತೊ ಬಿ ಉತ್ತಮ್ ಬರೊ ಮನುನ್ ಹೊತಾ.