1 Corinthians 14:6 — Compare Translations
7 translations compared side by side
Odia - 1840
"ଭାଇ ଓ ଭଉଣୀମାନେ! ଯଦି ମୁଁ ତୁମ୍ଭମାନଙ୍କ ପାଖ ରେ ଅନ୍ୟଭାଷା ରେ କଥା କ ହେ, ତା' ହେଲେ ତୁମ୍ଭର ବା କଣ ଲାଭ ହବେ? କବଳେ ଯଦି ମୁଁ କୌଣସି ନିଗୂଢ଼ କଥା ବା କାର୍ୟ୍ଯ ବା କିଛି ଭବିଷ୍ଯତ୍ ବାଣୀ ବା କିଛି ଉପଦେଶର କଥା କୁ ହେ ତବେେ ତୁମ୍ଭମାନଙ୍କର ପ୍ରକୃତ ରେ ଲାଭ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପରି ସ୍ଥଳେ ହେ ଭାଇମାନେ, ମୁଁ ଯଦି ତୁମ୍ଭମାନଙ୍କ ନିକଟକୁ ଯାଇ ପ୍ରକାଶିତ ବାକ୍ୟ, ବା ଜ୍ଞାନ, ବା ଭାବବାଣୀ, ବା ଶିକ୍ଷାର କଥା ନ କହି କେବଳ ପରଭାଷାରେ କଥା କହେ, ତେବେ ସେଥିରେ ମୁଁ ତୁମ୍ଭମାନଙ୍କର କଅଣ ଉପକାର କରିବି?
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ମୁଁ ଯଦି ତୁମ୍ଭମାନଙ୍କ ନିକଟକୁ ଆସି ଅଲୌକିକ ଭାଷାରେ କଥା କହେ, ଅଥଚ ଈଶ୍ୱରଙ୍କଠାରୁ କୌଣସି ପ୍ରତ୍ୟାଦେଶ କିମ୍ବା ବାର୍ତ୍ତା କିମ୍ବା କୌଣସି ଶିକ୍ଷଣୀୟ ବିଷୟ ପ୍ରକାଶ ନ କରେ, ତେବେ ତୁମ୍ଭମାନଙ୍କର କି ଉପକାର ହେବ?
Odia Bible ERV 2004 (ପବିତ୍ର ବାଇବଲ)
ଭାଇ ଓ ଭଉଣୀମାନେ! ଯଦି ମୁଁ ତୁମ୍ଭମାନଙ୍କ ପାଖରେ ଅନ୍ୟଭାଷାରେ କଥା କହେ, ତା’ହେଲେ ତୁମ୍ଭର ବା କ’ଣ ଲାଭ ହେବ? କେବଳ ଯଦି ମୁଁ କୌଣସି ନିଗୂଢ଼ କଥା ବା କାର୍ଯ୍ୟ ବା କିଛି ଭବିଷ୍ୟଦ୍ବାଣୀ ବା କିଛି ଉପଦେଶର କଥା କୁହେ ତେବେ ତୁମ୍ଭମାନଙ୍କର ପ୍ରକୃତରେ ଲାଭ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପରି ସ୍ଥଳେ ହେ ଭାଇମାନେ, ମୁଁ ଯଦି ତୁମ୍ଭମାନଙ୍କ ନିକଟକୁ ଯାଇ ପ୍ରକାଶିତ ବାକ୍ୟ, ବା ଜ୍ଞାନ, ବା ଭାବବାଣୀ, ବା ଶିକ୍ଷାର କଥା ନ କହି କେବଳ ପରଭାଷାରେ କଥା କହେ, ତେବେ ସେଥିରେ ମୁଁ ତୁମ୍ଭମାନଙ୍କର କଅଣ ଉପକାର କରିବି?
Odia IRV 2017 (ଓଡିଆ ବାଇବେଲ)
ଏପରି ସ୍ଥଳେ ହେ ଭାଇମାନେ, ମୁଁ ଯଦି ତୁମ୍ଭମାନଙ୍କ ନିକଟକୁ ଯାଇ ପ୍ରକାଶିତ ବାକ୍ୟ, ବା ଜ୍ଞାନ, ବା ଭାବବାଣୀ, ବା ଶିକ୍ଷାର କଥା ନ କହି କେବଳ ପରଭାଷାରେ କଥା କହେ, ତେବେ ସେଥିରେ ମୁଁ ତୁମ୍ଭମାନଙ୍କର କ'ଣ ଉପକାର କରିବି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರ್ಹಾತಾನಾ ಭಾವಾನು ಅನಿ ಭೆನಿಯಾನು, ಮಿಯಾ ದೆವಾಕ್ನಾ ಯೆಲ್ಲಿ ದಾಕ್ವನ್ ನಾಹೊಲ್ಯಾರ್ ಉಲ್ಲೆ ಶಾನೆಪಾನ್ ನಾಹೊಲ್ಯಾರ್ ಪ್ರೆರನಾನ್ ಭರಲ್ಲಿ ಬಾತ್ಮಿ, ನಾಹೊಲ್ಯಾರ್ ಉಲ್ಲಿ ಶಿಕಾಪಾ ಹಾನ್ತಲೆ ಸೊಡುನ್, ವಿಚಿತ್ರ್ ಬಾಶಾತ್ನಿ ಬೊಲುನ್ಗೆತ್ ತುಮ್ಚೆ ಮದ್ದಿ ಯೆಲ್ಯಾರ್, ಮಾಜ್ಯಾನ್ ತುಮ್ಕಾ ಕಾಯ್ ಫಾಯ್ದೊ ಹೊಯ್ ಹೊತ್ತೊ?