1 Corinthians 14:7 — Compare Translations

7 translations compared side by side

Odia - 1840
"ଅନ୍ୟଥା ମାରେ କଥା ତୁମ୍ଭମାନଙ୍କ ପାଇଁ କୌଣସି ନିର୍ଜୀବ ବଂଶୀ ବା ବୀଣାର ଧ୍ବନି ତୁଲ୍ଯ ହବେ। ଯଦି କୌଣସି ବାଦ୍ଯ ୟନ୍ତ୍ରର ସ୍ବରଗୁଡ଼ିକରେ ପାର୍ଥକ୍ଯ ନ ରହିବ, ତା' ହେଲେ ଜଣେ କିପରି ଜାଣି ପାରିବ ଯେ, ବଂଶୀ ବା ବୀଣା କ'ଣ ବାଜୁଅଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବଂଶୀ ହେଉ ବା ବୀଣା ହେଉ, ନିର୍ଜୀବ ବାଦ୍ୟଯନ୍ତ୍ର ବାଜିଲେ ସୁଦ୍ଧା ଯଦି ସ୍ଵରରେ ପାର୍ଥକ୍ୟ ନ ଥାଏ, ତେବେ ବଂଶୀରେ କଅଣ ବାଜୁଅଛି ବା ବୀଣାରେ କଅଣ ବାଜୁଅଛି, ତାହା କିପରି ଜଣାଯିବ?
Odia BSI (ପବିତ୍ର ବାଇବଲ (CL) NT (BSI))
ବଂଶୀ ବା ବୀଣା ପରି ନିର୍ଜୀବ ବାଦ୍ୟ ଯନ୍ତ୍ର ଯଦି ଠିକ୍ ସୁରରେ ନ ବାଜେ, ତେବେ ସେଥିରେ କ’ଣ ବାଜୁଛି, କେହି କଅଣ ଜାଣି ପାରିବ?
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟଥା ମୋର କଥା ତୁମ୍ଭମାନଙ୍କ ପାଇଁ କୌଣସି ନିର୍ଜୀବ ବଂଶୀ ବା ବୀଣାର ଧ୍ୱନି ତୁଲ୍ୟ ହେବ। ଯଦି କୌଣସି ବାଦ୍ୟଯନ୍ତ୍ରର ସ୍ୱରଗୁଡ଼ିକରେ ପାର୍ଥକ୍ୟ ନ ରହିବ, ତା’ହେଲେ ଜଣେ କିପରି ଜାଣି ପାରିବ ଯେ, ବଂଶୀ ବା ବୀଣା କ’ଣ ବାଜୁଅଛି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବଂଶୀ ହେଉ ବା ବୀଣା ହେଉ, ନିର୍ଜୀବ ବାଦ୍ୟଯନ୍ତ୍ର ବାଜିଲେ ସୁଦ୍ଧା ଯଦି ସ୍ୱରରେ ପାର୍ଥକ୍ୟ ନ ଥାଏ, ତେବେ ବଂଶୀରେ କଅଣ ବାଜୁଅଛି ବା ବୀଣାରେ କଅଣ ବାଜୁଅଛି, ତାହା କିପରି ଜଣାଯିବ?
Odia IRV 2017 (ଓଡିଆ ବାଇବେଲ)
ବଂଶୀ ହେଉ ବା ବୀଣା ହେଉ, ନିର୍ଜୀବ ବାଦ୍ୟଯନ୍ତ୍ର ବାଜିଲେ ସୁଦ୍ଧା ଯଦି ସ୍ୱରରେ ପାର୍ଥକ୍ୟ ନ ଥାଏ, ତେବେ ବଂଶୀରେ କ'ଣ ବାଜୁଅଛି ବା ବୀଣାରେ କ'ଣ ବାଜୁଅଛି, ତାହା କିପରି ଜଣାଯିବ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೊಂವೊ ನಾ ಹೊಲ್ಯಾರ್ ತಂತಿಚೆ ಎಕ್ ವಾಜಾಪ್ ಅಸ್ಲ್ಯಾ ಜಿವ್ ನಸಲ್ಲ್ಯಾ ವಾಜ್ಪಾನಿ ನಾದ್ ದಿ ನಸ್ಲ್ಯಾರ್, ವಾಜ್ತಲೆ ಕಾಯ್ ಮನುನ್ ಕೊನಾಕ್ಬಿ ಕಶೆ ಕಳ್ತಾ?