1 Corinthians 14:9 — Compare Translations
7 translations compared side by side
Odia - 1840
"ସହେିଭଳି ତୁମ୍ଭମାନେେ ଜିହ୍ବା ଦ୍ବାରା ଯଦି ସ୍ପଷ୍ଟ ଭାବରେ କଥା ନ କହିବ, ତା' ହେଲେ କୌଣସି ଲୋକ କିଛି ବୁଝି ପାରିବ ନାହିଁ। ତାହା ପବନ ରେ କଥା କହିଲାପରି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିପରି ତୁମ୍ଭେମାନେ ମଧ୍ୟ ଯଦି ଜିହ୍ଵା ଦ୍ଵାରା ସହଜ ବୋଧଗମ୍ୟ କଥା ନ କୁହ, ତେବେ କଅଣ କହୁଅଛ, ତାହା କିପରି ଜଣାଯିବ? କାରଣ ତୁମ୍ଭେମାନେ ଶୂନ୍ୟକୁ କହିବା ପରି ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହିପରି, ଯଦି ଅଜଣା ଭାଷାରେ କଥା କୁହ, ତେବେ ତାକୁ କିଏ ବୁଝିବ? ଏହା ପବନକୁ କହିଲା ପରି ହେବ।
Odia Bible ERV 2004 (ପବିତ୍ର ବାଇବଲ)
ସେହିଭଳି ତୁମ୍ଭେମାନେ ଜିହ୍ୱା ଦ୍ୱାରା ଯଦି ସ୍ପଷ୍ଟ ଭାବରେ କଥା ନ କହିବ, ତା’ହେଲେ କୌଣସି ଲୋକ କିଛି ବୁଝି ପାରିବ ନାହିଁ। ତାହା ପବନରେ କଥା କହିଲାପରି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିପରି ତୁମ୍ଭେମାନେ ମଧ୍ୟ ଯଦି ଜିହ୍ୱା ଦ୍ୱାରା ସହଜ ବୋଧଗମ୍ୟ କଥା ନ କୁହ, ତେବେ କଅଣ କହୁଅଛ, ତାହା କିପରି ଜଣାଯିବ? କାରଣ ତୁମ୍ଭେମାନେ ଶୂନ୍ୟକୁ କହିବା ପରି ହେବ।
Odia IRV 2017 (ଓଡିଆ ବାଇବେଲ)
ସେହିପରି ତୁମ୍ଭେମାନେ ମଧ୍ୟ ଯଦି ଜିହ୍ୱା ଦ୍ୱାରା ସହଜ ବୋଧଗମ୍ୟ କଥା ନ କୁହ, ତେବେ କ'ଣ କହୁଅଛ, ତାହା କିପରି ଜଣାଯିବ? କାରଣ ତୁମ୍ଭେମାନେ ଶୂନ୍ୟକୁ କହିବା ପରି ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾಬಿ ವಿಶಯಾತ್ ಅಸೆಚ್, ತುಮಿ ವಿಚಿತ್ರ್ ಬಾಶಾನಿ ಬೊಲ್ತಲೆ, ಬರೆ ಅರ್ಥ್ ಹೊತಾ ತಸೆ ತುಮಿ ಉಚ್ಚಾರ್ ಕರಿನಸ್ಲ್ಯಾರ್, ತುಮಿ ಸಾಂಗಲ್ಲೆ ಕೊನಾಕ್ ಅರ್ಥ್ ಹೊತಾ? ತುಮ್ಚ್ಯಾ ಗೊಸ್ಟಿಯಾ ವಾರ್ಯಾರ್ ಹುಡುನ್ ಜಾತಾತ್!