1 Corinthians 15:10 — Compare Translations

7 translations compared side by side

Odia - 1840
"କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହ ହତେୁ ମୁଁ ଆଜି ଏହା ହାଇପୋରିଛି। ମାେ ପ୍ରତି ତାହାଙ୍କ ଅନୁଗ୍ରହ ବିଫଳ ହାଇେ ନାହିଁ। ମୁଁ ଅନ୍ୟ ସମସ୍ତ ପ୍ ରରେିତଙ୍କ ତୁଳନା ରେ କଠାେର ପରିଶ୍ରମ କରିଛି। ମୁଁ ପ୍ରକୃତ ରେ ଯେ ଅଧିକ ପରିଶ୍ରମ କରିଅଛି, ତାହା ନୁହେଁ କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହ ହତେୁ ଏହା କରିପାରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ଵରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ଵରଙ୍କ ଅନୁଗ୍ରହ ତାହା କରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏବେ ମୁଁ ଯାହା ହୋଇଛି, ତାହା ଈଶ୍ୱରଙ୍କ ଅନୁଗ୍ରହରୁ ହୋଇଛି ଏବଂ ମୋ’ ପ୍ରତି ତାଙ୍କର ଅନୁଗ୍ରହ ନିଷ୍ଫଳ ହୋଇ ନାହିଁ। ବରଂ ଅନ୍ୟାନ୍ୟ ସମସ୍ତ ପ୍ରେରିତ ଶିଷ୍ୟମାନଙ୍କଠାରୁ ମୁଁ ଅଧିକ ପରିଶ୍ରମ କରିଛି। ପ୍ରକୃତରେ ଏସବୁ ମୁଁ କରି ନାହିଁ, କିନ୍ତୁ ମୋ’ ପ୍ରତି ଈଶ୍ୱରଙ୍କ ଅନୁଗ୍ରହ ଥିବା ହେତୁ ଏହ ସମ୍ଭବ ହୋଇଛି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ମୁଁ ଆଜି ଏହା ହୋଇପାରିଛି। ମୋ’ ପ୍ରତି ତାହାଙ୍କ ଅନୁଗ୍ରହ ବିଫଳ ହୋଇ ନାହିଁ। ମୁଁ ଅନ୍ୟ ସମସ୍ତ ପ୍ରେରିତଙ୍କ ତୁଳନାରେ କଠୋର ପରିଶ୍ରମ କରିଛି। ମୁଁ ପ୍ରକୃତରେ ଯେ ଅଧିକ ପରିଶ୍ରମ କରିଅଛି, ତାହା ନୁହେଁ କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ଏହା କରିପାରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ୱରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋ' ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋ' ସହିତ ଥିବା ଈଶ୍ୱରଙ୍କ ଅନୁଗ୍ରହ ତାହା କରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೊಲ್ಯಾರ್ಬಿ ಮಿಯಾ ಅತ್ತಾ ಕಾಯ್ ತರ್ ಹೊವ್ನ್ ಹಾವ್ ಮಟ್ಲ್ಯಾರ್ ತೆ ದೆವಾಚ್ಯಾ ಕುರ್ಪೆಚ್ಯಾ ವೈನಾಚ್ ಹೊಲಾ. ತೆನಿ ದಿಲ್ಲಿ ತಿ ಕುರ್ಪಾ ಮಾಜ್ಯಾ ಭುತ್ತುರ್ ಕಾಯ್ಬಿ ಫಾಯ್ದ್ಯಾಕ್ ಪಡಿನಸಲ್ಲಿ ಹೊವ್ನ್ ಜಾವ್ಕ್ ನಾ. ಖರೆಚ್ ಸಾಂಗುಚೆ ಹೊಲ್ಯಾರ್, ಹುರಲ್ಲ್ಯಾ ಅಪೊಸ್ತಲಾಂಚ್ಯಾನ್ಕಿ ಜಾಸ್ತಿ ಮಿಯಾ ಮ್ಹಿನತ್ ಕರುನ್ ರಾಬ್ಲಾ.