1 Corinthians 15:11 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭକୁ ପ୍ରଚାର କରେ ବା ଅନ୍ୟମାନେ ପ୍ରଚାର କରନ୍ତି, ସେଥି ରେ କିଛି ଯାଏ ଆ ସେ ନାହିଁ, କାରଣ ଆମ୍ଭେ ସମସ୍ତେ ସମାନ ବିଷୟ ପ୍ରଚାର କରିଥାଉ। ଆଉ ଏହି ପ୍ରକା ରେ ତୁମ୍ଭମାନେେ ବିଶ୍ବାସୀ ହାଇେଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ ମୁଁ ହୁଏ, ବା ସେମାନେ ହୁଅନ୍ତୁ, ଏହି ପ୍ରକାରେ ଆମ୍ଭେମାନେ ପ୍ରଚାର କରୁଥାଉ, ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ଵାସୀ ହୋଇଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ମୁଁ ହୁଏ ବା ସେମାନେ ହୁଅନ୍ତୁ, ଆମେ ସମସ୍ତେ ସେହି ଏକ କଥା ପ୍ରଚାର କରୁଛୁ ଓ ତୁମ୍ଭେମାନେ ସେଥିରେ ବିଶ୍ୱାସ କରିଛ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ପ୍ରଗ୍ଭର କରେ ବା ଅନ୍ୟମାନେ ପ୍ରଗ୍ଭର କରନ୍ତି, ସେଥିରେ କିଛି ଯାଏ ଆସେ ନାହିଁ, କାରଣ ଆମ୍ଭେ ସମସ୍ତେ ସମାନ ବିଷୟ ପ୍ରଗ୍ଭର କରିଥାଉ। ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ୱାସୀ ହୋଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ମୁଁ ହୁଏ, ବା ସେମାନେ ହୁଅନ୍ତୁ, ଏହି ପ୍ରକାରେ ଆମ୍ଭେମାନେ ପ୍ରଚାର କରୁଥାଉ, ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ୱାସୀ ହୋଇଥାଅ।
Odia IRV 2017 (ଓଡିଆ ବାଇବେଲ)
ଅତଏବ ମୁଁ ହୁଏ, ବା ସେମାନେ ହୁଅନ୍ତୁ, ଏହି ପ୍ରକାରେ ଆମ୍ଭେମାନେ ପ୍ରଚାର କରୁଥାଉ, ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ୱାସୀ ହୋଇଥାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಹೊಂವ್ದಿತ್, ತೆನಿ ಹೊಂವ್ದಿತ್, ಅಮಿ ಪರ್ಗಟ್ ಕರ್ತಾಂವ್ ತೆ ಎಕುಚ್, ಅನಿ ತುಮಿ ಖರೆ ಮನುನ್ ಮಾನುನ್ ಘೆಟಲ್ಲೆಬಿ ತೆಚ್.